1 ଶାମୁୟେଲ 24:9 - ପବିତ୍ର ବାଇବଲ9 ଦାଉଦ ଶାଉଲଙ୍କୁ କହିଲେ, “ତୁମ୍ଭେ କାହିଁକି ଲୋକମାନଙ୍କ କଥା ଶୁଣିଲ ଯେତେବେଳେ ଲୋକମାନେ କହିଲେ, ‘ଦାଉଦ ଯୋଜନା କରିଛି ତୁମ୍ଭକୁ ମାରିବା ପାଇଁ।’ Gade chapit laପବିତ୍ର ବାଇବଲ (Re-edited) - (BSI)9 ଆଉ ଦାଉଦ ଶାଉଲଙ୍କୁ କହିଲେ, ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି? Gade chapit laଓଡିଆ ବାଇବେଲ9 ଆଉ ଦାଉଦ ଶାଉଲଙ୍କୁ କହିଲେ, ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ଦାଉଦ ଶାଉଲଙ୍କୁ କହିଲେ, “ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି?” Gade chapit la |
ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’