Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 25:16 - ପବିତ୍ର ବାଇବଲ

16 ଦାଉଦର ଲୋକମାନେ ଆମ୍ଭମାନଙ୍କୁ ଦିନରାତି ସର୍ବଦା ନିରାପତ୍ତା ଦେଇଛନ୍ତି। ଆମ୍ଭେ ଯେତେବେଳେ ମେଷମାନଙ୍କୁ ନେଇ କ୍ଷେତରେ ଥିବା ସମୟରେ ସେମାନେ ଆମର ଚତୁର୍ଦ୍ଦିଗରେ ପ୍ରାଚୀର ସଦୃଶ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ଵରୂପ ଥିଲେ।

Gade chapit la Kopi

ଓଡିଆ ବାଇବେଲ

16 ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ୱରୂପ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ୱରୂପ ଥିଲେ।

Gade chapit la Kopi




1 ଶାମୁୟେଲ 25:16
5 Referans Kwoze  

ଆପଣ ସବୁବେଳେ ଆୟୁବକୁ ସୁରକ୍ଷା ପ୍ରଦାନ କରନ୍ତି। ତା'ର ପରିବାରକୁ, ତା'ର ଯାହାକିଛି ନିଜର, ସବୁକୁ ଆପଣ ସୁରକ୍ଷା ଦିଅନ୍ତି। ସେ ଯେଉଁ କାର୍ଯ୍ୟ କରେ ସବୁଥିରେ ଆପଣ ତାକୁ କୃତକାର୍ଯ୍ୟ କରାନ୍ତି। ହଁ, ଆପଣ ତାକୁ ଆଶୀର୍ବାଦ ପ୍ରଦାନ କରନ୍ତି, ସେଥିପାଇଁ ସବୁଥିରେ ସେ ଏତେ ଧନୀ ଯେ, ତା'ର ମେଷପଲ ଓ ଗୋପଲ ସାରାଦେଶରେ ଥିଲେ।


ଇସ୍ରାଏଲୀୟମାନେ ଶୁଷ୍କ ଭୂମିରେ ସମୁଦ୍ର ମଧ୍ୟଦେଇ ଗଲେ। ସମୁଦ୍ରର ଜଳଭାଗ ଦୁଇଟି କାନ୍ଥ ପରି ସେମାନଙ୍କର ବାମପଟେ ଓ ଦକ୍ଷିଣ ପଟେ ରହିଲା।


ସଦାପ୍ରଭୁ କୁହନ୍ତି, ‘ଆମ୍ଭେ ତା'ର ଚତୁର୍ଦ୍ଦିଗରେ ତା'ର ସୁରକ୍ଷା ପାଇଁ ଅଗ୍ନିର ପ୍ରାଚୀର ତୁଲ୍ୟ ହେବା। ଆମ୍ଭେ ତାକୁ ଆମ୍ଭର ମହିମାରେ ପୂର୍ଣ୍ଣ କରିବା।’” ସଦାପ୍ରଭୁ କୁହନ୍ତି,


ପୁଣି ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା। ସେମାନେ ତୁମ୍ଭ ସହ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ସାହାଯ୍ୟ କରିବାକୁ ଓ ତୁମ୍ଭକୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।


ବର୍ତ୍ତମାନ ଚିନ୍ତାକର ଓ କ’ଣ କରାଯାଇ ପାରିବ ସ୍ଥିର କର। ଆମର ସ୍ୱାମୀ ଓ ତାଙ୍କର ସମସ୍ତ ପରିବାର ପ୍ରତି ଭୟଙ୍କର ବିପତ୍ତି ଆସୁଅଛି। ଏପରି ଦୁଷ୍ଟ ବ୍ୟକ୍ତିକୁ କେହି କିଛି କହି ନ ପାରେ, କାଳେ ସେ ତା'ର ମନ ପରିବର୍ତ୍ତନ କରିବ।”


Swiv nou:

Piblisite


Piblisite