1 ଶାମୁୟେଲ 25:2 - ପବିତ୍ର ବାଇବଲ2 ମାୟୋନରେ ଜଣେ ଧନି ଲୋକ ବାସ କରୁଥିଲେ। ତାଙ୍କର 3,000 ମେଣ୍ଢା ଏବଂ 1,000 ଛେଳି ଥିଲା। ସେ ଲୋକ ଜଣକ କର୍ମିଲକୁ ମେଣ୍ଢାମାନଙ୍କର ଲୋମ କାଟିବାକୁ ଯାଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେହି ସମୟରେ ମାୟୋନସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା। Gade chapit laଓଡିଆ ବାଇବେଲ2 ସେହି ସମୟରେ ମାୟୋନ୍ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ସମୟରେ ମାୟୋନ୍ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା। Gade chapit la |
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର। ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।