Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 25:9 - ପବିତ୍ର ବାଇବଲ

9 ଦାଉଦଙ୍କର ଲୋକମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ଦାଉଦଙ୍କର ଯୁବାମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହି କ୍ଷା; ହେଲେ।

Gade chapit la Kopi

ଓଡିଆ ବାଇବେଲ

9 ତହୁଁ ଦାଉଦଙ୍କର ଯୁବାମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହି କ୍ଷାନ୍ତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ଦାଉଦଙ୍କର ଯୁବାମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହି କ୍ଷାନ୍ତ ହେଲେ।

Gade chapit la Kopi




1 ଶାମୁୟେଲ 25:9
5 Referans Kwoze  

ଆସା ଯିହୁଦାର ଲୋକମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଏହିସବୁ ସହର ଓ ସେଗୁଡ଼ିକର ଚତୁର୍ଦ୍ଦିଗରେ ପ୍ରାଚୀର ନିର୍ମାଣ କରିବା। ଆସ, ଆମ୍ଭେମାନେ ଦୁର୍ଗ, ଦ୍ୱାର ଓ ଦ୍ୱାରର କିଳିଣିସବୁ ନିର୍ମାଣ କରିବା ଆମ୍ଭେମାନେ ଏହି ଦେଶରେ ବାସ କରୁଥିବା ସମୟରେ ହିଁ ଆସ, ଏହା କରିବା। ଏହି ଦେଶ ଆମ୍ଭମାନଙ୍କର ଅଟେ, କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ଅନୁଗମନ କରିଅଛୁ। ସେ ଆମ୍ଭମାନଙ୍କର ଚତୁର୍ଦ୍ଦିଗରେ ଶାନ୍ତି ପ୍ରଦାନ କରିଅଛନ୍ତି।” ତେଣୁ ସେମାନେ ସମସ୍ତେ ସେସବୁ ନିର୍ମାଣ କଲେ ଓ ସଫଳତା ପାଇଲେ।


ଯେତେବେଳେ ଯିରୀହୋ ନିବାସୀ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁତ୍ରମାନଙ୍କ ମଧ୍ୟରୁ ଦଳେ ଇଲୀଶାୟଙ୍କୁ ଦେଖି କହିଲେ, “ଏଲିୟଙ୍କ ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତେଣୁ ଇଲୀଶାୟ ନିକଟକୁ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।


ତୁମ୍ଭର ଗ୍ଭକରମାନଙ୍କୁ ପଗ୍ଭର, ସେମାନେ ତୁମ୍ଭକୁ ସତ କହିବେ। ମୋର ଯୁବକ ଲୋକମାନଙ୍କୁ ଦୟାକର। ଆମ୍ଭେମାନେ ଏହି ଖୁସୀ ସମୟରେ ତୁମ୍ଭ ପାଖକୁ ଆସିଛୁ। ବିନୟ କରୁଅଛୁ ତୁମ୍ଭେ ଯାହାପାର ଏମାନଙ୍କୁ ଦିଅ। ଦୟାକରି ତୁମ୍ଭେ ତୁମ୍ଭର ସାଙ୍ଗ ଦାଉଦ ପାଇଁ ଏହା କର।”


ନାବଲ ଦାଉଦଙ୍କ ଲୋକମାନଙ୍କୁ ଉତ୍ତର ଦେଇ କହିଲା, “ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି ଯେଉଁମାନେ ଆପଣା ଆପଣା ମୁନିବଠାରୁ ପଳାଇଯାଇ ବୁଲୁଛନ୍ତି।


Swiv nou:

Piblisite


Piblisite