1 ଶାମୁୟେଲ 26:10 - ପବିତ୍ର ବାଇବଲ10 ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ, ସଦାପ୍ରଭୁ ଶାଉଲଙ୍କୁ ଦଣ୍ତ ଦେବେ। ଶାଉଲ ସାଧାରଣ ମୃତ୍ୟୁବରଣ କରି ପାରନ୍ତି କିମ୍ବା ସେ ଯୁଦ୍ଧକୁ ଯାଇ ମରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆହୁରି ଦାଉଦ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ । Gade chapit laଓଡିଆ ବାଇବେଲ10 ଆହୁରି ଦାଉଦ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆହୁରି ଦାଉଦ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ। Gade chapit la |
ଦାଉଦ ଶୁଣିଲେ ଯେ ନାବଲ ମୃତ୍ୟୁବରଣ କରିଛି। ଦାଉଦ କହିଲେ, “ସଦାପ୍ରଭୁଙ୍କ ପ୍ରଶଂସା କର। ନାବଲ ମୋ’ ବିଷୟରେ ଖରାପ କଥା କହିଥିଲା କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ। ସଦାପ୍ରଭୁ ମୋତେ ମନ୍ଦକାର୍ଯ୍ୟ କରିବାରୁ କ୍ଷାନ୍ତ କଲେ। ସଦାପ୍ରଭୁ ତା'ର ମୃତ୍ୟୁର କାରଣ ହେଲେ, କାରଣ ସେ କୁକର୍ମ କରିଥିଲା।” ତା'ପରେ ଦାଉଦ ଅବୀଗଲକୁ ଏକ ବାର୍ତ୍ତା ପଠାଇଲେ। ଦାଉଦଙ୍କର ସ୍ତ୍ରୀ ହେବା ପାଇଁ ତାଙ୍କୁ ପଗ୍ଭରିଲେ।
ଶାଉଲ ତାଙ୍କର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ଖଣ୍ତା ବାହାର କରି ତୁମ୍ଭର ଖଣ୍ଡାରେ ମୋତେ ହତ୍ୟା କର। ତାହାହେଲେ ଅସୁନ୍ନତ ଲୋକମାନେ ଆସି ମୋତେ ଗାଳି ଦେବେ ନାହିଁ କିମ୍ବା ହତ୍ୟା କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କର ଅସ୍ତ୍ରବାହକ ଦାସ ବହୁତ ଭୟଭୀତ ହୋଇଗଲା ଏବଂ ଶାଉଲଙ୍କୁ ହତ୍ୟା କରିବାକୁ ମନା କଲା। ତେଣୁ ଶାଉଲ ତାଙ୍କର ନିଜର ଖଣ୍ତା ବାହାର କଲେ ଓ ନିଜେ ନିଜକୁ ହତ୍ୟା କଲେ।