Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:13 - ପବିତ୍ର ବାଇବଲ

13 ଦାଉଦ ପାହାଡ଼ ଆର ପାଖକୁ ଯାଇ ଦୂରରେ ପର୍ବତ ଶିଖରରେ ଠିଆ ହେଲେ, ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଦୂର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତ-ଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।

Gade chapit la Kopi

ଓଡିଆ ବାଇବେଲ

13 ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତ ଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।

Gade chapit la Kopi




1 ଶାମୁୟେଲ 26:13
4 Referans Kwoze  

ଦାଉଦ ଗୁମ୍ଫାରୁ ବାହାରିଲେ, ଶାଉଲଙ୍କୁ ପାଟି କରି କହିଲେ, “ହେ ମୋର ପ୍ରଭୁ ମହାରାଜ!” ଶାଉଲ ପଛକୁ ଗ୍ଭହିଁଲେ, ଦାଉଦ ନତମସ୍ତକ ହୋଇ ଭୂମିକୁ ଗ୍ଭହିଁ ରହିଲେ।


ଯୋଥମ୍ ଜାଣିବାକୁ ପାଇଲେ ଯେ, ନଗରର ସମସ୍ତ ଲୋକ ଶିଖିମର ନେତୃବର୍ଗ ଅବୀମେଲକକୁ ସେମାନଙ୍କର ରାଜା କରିଛନ୍ତି। ଏ କଥା ଶୁଣି ସେ ଗରିଷୀମ ପର୍ବତ ଉପରେ ଠିଆ ହୋଇ ଲୋକମାନଙ୍କୁ ଉଚ୍ଚସ୍ୱରରେ କହିଲେ, ତୁମ୍ଭେ ଶିଖିମ ନଗରର ନେତୃବର୍ଗଗଣ, “ମୋ’ କଥା ଶୁଣ, ତା'ପରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।


ତେଣୁ ଦାଉଦ ଶାଉଲଙ୍କ ପାଖରେ ଥିବା ପାଣିପାତ୍ର ବର୍ଚ୍ଛାକୁ ସାଙ୍ଗରେ ଆଣିଲେ ଓ ତା'ପରେ ଦାଉଦ ଓ ଅବୀଶୟ ସେ ସ୍ଥାନ ପରିତ୍ୟାଗ କରି ଆସିଲେ। କୌଣସି ଲୋକ ଜାଣି ପାରିଲେ ନାହିଁ କ’ଣ ସବୁ ଘଟିଗଲା। କୌଣସି ଲୋକ ଏହାକୁ ଦେଖି ନ ଥିଲେ। କୌଣସି ଲୋକ ମଧ୍ୟ ନିଦରୁ ଉଠି ନ ଥିଲେ। ଶାଉଲ ଏବଂ ତାଙ୍କର ସମସ୍ତ ସୈନ୍ୟ ଶୋଇ ପଡ଼ିଥିଲେ। କାରଣ ସଦାପ୍ରଭୁ ତାଙ୍କୁ ଗଭୀର ନିଦ୍ରା ଦେଇଥିଲେ।


ଦାଉଦ ସୈନ୍ୟମାନଙ୍କୁ ଓ ନରର ପୁତ୍ର ଅ‌‌ବ୍‌‌ନରକୁ ଡାକି କହିଲେ, “ହେ ଅ‌‌ବ୍‌‌ନର ତୁମ୍ଭେ ମୋତେ ଉତ୍ତର ଦିଅ।” ଅ‌‌ବ୍‌‌ନର ଉତ୍ତର ଦେଲା, “ତୁମ୍ଭେ କିଏ? ତୁମ୍ଭେ କାହିଁକି ରାଜାଙ୍କୁ ଡାକୁଛ?”


Swiv nou:

Piblisite


Piblisite