Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:14 - ପବିତ୍ର ବାଇବଲ

14 ଦାଉଦ ସୈନ୍ୟମାନଙ୍କୁ ଓ ନରର ପୁତ୍ର ଅ‌‌ବ୍‌‌ନରକୁ ଡାକି କହିଲେ, “ହେ ଅ‌‌ବ୍‌‌ନର ତୁମ୍ଭେ ମୋତେ ଉତ୍ତର ଦିଅ।” ଅ‌‌ବ୍‌‌ନର ଉତ୍ତର ଦେଲା, “ତୁମ୍ଭେ କିଏ? ତୁମ୍ଭେ କାହିଁକି ରାଜାଙ୍କୁ ଡାକୁଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ ଦାଉଦ ଲୋକମାନଙ୍କୁ ଓ ନରର ପୁତ୍ର ଅବ୍ନରକୁ ଡାକି କହିଲେ, ହେ ଅବ୍ନର, ତୁମ୍ଭେ କʼଣ ଉତ୍ତର ଦେବ ନାହିଁ? ତେବେ ଅବ୍ନର ଉତ୍ତର ଦେଇ କହିଲା, ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ?

Gade chapit la Kopi

ଓଡିଆ ବାଇବେଲ

14 ଆଉ ଦାଉଦ ଲୋକମାନଙ୍କୁ ଓ ନେର୍‍ର ପୁତ୍ର ଅବ୍‍ନରକୁ ଡାକି କହିଲେ, ହେ ଅବ୍‍ନର, ତୁମ୍ଭେ କ’ଣ ଉତ୍ତର ଦେବ ନାହିଁ ? ତେବେ ଅବ୍‍ନର ଉତ୍ତର ଦେଇ କହିଲା, ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ଦାଉଦ ଲୋକମାନଙ୍କୁ ଓ ନେର୍‍ର ପୁତ୍ର ଅବ୍‍ନରକୁ ଡାକି କହିଲେ, “ହେ ଅବ୍‍ନର, ତୁମ୍ଭେ କʼଣ ଉତ୍ତର ଦେବ ନାହିଁ?” ତେବେ ଅବ୍‍ନର ଉତ୍ତର ଦେଇ କହିଲା, “ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ?”

Gade chapit la Kopi




1 ଶାମୁୟେଲ 26:14
4 Referans Kwoze  

ଶାଉଲଙ୍କ ସ୍ତ୍ରୀଙ୍କ ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା। ଏବଂ ତାଙ୍କ ସେନାପତି ଅ‌ବ୍‌ନର ନରର ପୁତ୍ର ଥିଲେ। ନର ଶାଉଲଙ୍କ କକା ଥିଲେ।


ଦାଉଦ ପାହାଡ଼ ଆର ପାଖକୁ ଯାଇ ଦୂରରେ ପର୍ବତ ଶିଖରରେ ଠିଆ ହେଲେ, ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଦୂର ଥିଲା।


ଦାଉଦ ଅ‌‌ବ୍‌‌ନରକୁ କହିଲେ, “ତୁମ୍ଭେ କ’ଣ ଜଣେ ପୁରୁଷ ନୁହଁ? ତୁମ୍ଭେ ଇସ୍ରାଏଲରେ ଅନ୍ୟମାନଙ୍କ ଅପେକ୍ଷା ଭଲ। ତେବେ ତୁମ୍ଭେ କାହିଁକି ନିଜର ପ୍ରଭୁ ରାଜାଙ୍କୁ ଜଗିଲ ନାହିଁ? ତୁମ୍ଭର ପ୍ରଭୁ ରାଜାଙ୍କୁ ମାରିବା ପାଇଁ ଜଣେ ସାଧାରଣ ଲୋକ ଛାଉଣିକୁ ଆସିଥିଲା।


ନରର ପୁତ୍ର ଅ‌‌ବ୍‌‌ନର ଶାଉଲଙ୍କ ସୈନ୍ୟଦଳର ସେନାପତି ଥିଲେ। ଅ‌‌ବ୍‌‌ନର ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶ‌ତ୍‌କୁ ମହନୟିମକୁ ନେଇଗଲେ।


Swiv nou:

Piblisite


Piblisite