Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:2 - ପବିତ୍ର ବାଇବଲ

2 ଶାଉଲ ସୀଫ୍ ମରୁଭୂମିକୁ ଗଲେ, ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର 3,000 ବଛା ବଛା ସୈନିକ ନେଇ ସୀଫ୍ ପ୍ରାନ୍ତରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଥିରେ ଶାଉଲ ଉଠି ସୀଫ୍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍ ପ୍ରାନ୍ତରକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

2 ଏଥିରେ ଶାଉଲ ଉଠି ସୀଫ୍‍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍‍ ପ୍ରାନ୍ତରକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିରେ ଶାଉଲ ଉଠି ସୀଫ୍‍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍‍ ପ୍ରାନ୍ତରକୁ ଗଲେ।

Gade chapit la Kopi




1 ଶାମୁୟେଲ 26:2
7 Referans Kwoze  

ତେଣୁ ଶାଉଲ ଇସ୍ରାଏଲରୁ 3,000 ଜଣ ବଛା ଯାଇଥିବା ଲୋକମାନଙ୍କୁ ନେଇ ଦାଉଦ ଓ ତା'ର ଲୋକମାନଙ୍କୁ ବନଛାଗର ଶୈଳରେ ଖୋଜିଲେ।


ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି। ସେମାନେ ମିଛ ଓ ଗୁଜବ ସୃଷ୍ଟି କରନ୍ତି। ସେମାନେ ସବୁବେଳେ ମୋ’ ବିଷୟରେ ଆଲୋଚନା କରନ୍ତି।


ଶାଉଲ କହିଲେ, “ତୁମ୍ଭେ ମୋ’ ଅପେକ୍ଷା ସତ୍ ବ୍ୟକ୍ତି ଅଟ। ତୁମ୍ଭେ ମୋ’ ପ୍ରତି ଭଲ ବ୍ୟବହାର ଦେଖାଇଛ। କିନ୍ତୁ ମୁଁ ତୁମ୍ଭ ପ୍ରତି ଖରାପ ବ୍ୟବହାର କରିଥିଲି।


ଶାଉଲ ଇସ୍ରାଏଲରୁ 3,000 ପୁରୁଷମାନଙ୍କୁ ନିର୍ବାଚିତ କଲେ। ଏମାନଙ୍କ ମଧ୍ୟରୁ 2,000 ମି‌କ୍‌ମ‌ସ୍‌ରେ ବୈଥେ‌ଲ୍‌ର ପାର୍ବତ୍ୟ ଅଞ୍ଚଳରେ ଶାଉଲଙ୍କ ସହ ରହିଲେ। ଏବଂ 1,000 ଗିବିୟାର ଯୋନାଥନ ସହିତ ବିନ୍ୟାମୀନର ଭୂମିରେ ଅବଶିଷ୍ଟ ରହିଲେ। ସେ ଅବଶିଷ୍ଟ ସୈନ୍ୟମାନଙ୍କୁ ଆପଣା ଗୃହକୁ ପ୍ରତ୍ୟାବର୍ତ୍ତନ କରିବାକୁ ଆଦେଶ ଦେଲେ।


ସେହି ବାଟରେ ଥିବା ମେଷଶାଳାରେ ପହଞ୍ଚି ସେଠାରେ ଥିବା ଗୁମ୍ଫା ନିକଟକୁ ଯାଇ ଶାଉଲ ବିଶ୍ରାମ ନେଲେ। ଦାଉଦ ଓ ତା'ର ଲୋକମାନେ ଗୁମ୍ଫାର ଦୂର ପଛରେ ଲୁଚିଥିଲେ।


Swiv nou:

Piblisite


Piblisite