Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:20 - ପବିତ୍ର ବାଇବଲ

20 ବର୍ତ୍ତମାନ ତୁମ୍ଭେ ମୋତେ ସଦାପ୍ରଭୁଙ୍କଠାରୁ ଦୂରରେ ମରିବାକୁ ଦିଅ ନାହିଁ। ଇସ୍ରାଏଲର ରାଜା ଗୋଟିଏ ଡାଆଁଶର ଅନ୍ୱେଷଣରେ କିମ୍ବା ପର୍ବତରେ ଏକ ତିତ୍ତିରି ପକ୍ଷୀ ଶିକାର କରିବା ଉଦ୍ଦେଶ୍ୟରେ ବାହାରି ଆସିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିରି ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ପଶୁର ଅନ୍ଵେଷଣରେ ବାହାର ହୋଇ ଆସିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

20 ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।”

Gade chapit la Kopi




1 ଶାମୁୟେଲ 26:20
9 Referans Kwoze  

ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଛନ୍ତି? ତୁମ୍ଭେ କାହା ପଛରେ ଗୋଡ଼ଉଛ? ଗୋଟିଏ ମଲା କୁକୁର ପଛରେ, ଗୋଟିଏ ଡାଆଂଶ ପଛରେ ତୁମ୍ଭେ ଗୋଡ଼ଉଛ।


ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, “ତୁମ୍ଭେସବୁ ଖଣ୍ଡା ଓ ଠେଙ୍ଗା ନେଇ ମୋତେ ବନ୍ଦୀ କରିବା ପାଇଁ ଏପରି ଭାବରେ ଆସିଛ, ସତେ ଯେପରି ମୁଁ ଗୋଟିଏ ଅପରାଧୀ। ମୁଁ ସବୁଦିନ ମନ୍ଦିର ପରିସରରେ ବସି ଲୋକମାନଙ୍କୁ ଉପଦେଶ ଦେଉଥିଲି। ସେତେବେଳେ ତୁମ୍ଭେ ମୋତେ ବନ୍ଦୀ କରିଲ ନାହିଁ।


ଯୀଶୁ ଏହି କଥା କହୁଥିବା ସମୟରେ ଯିହୂଦା ସେଠାକୁ ଆସିଲା। ସେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଥିଲା। ଯିହୂଦାଙ୍କ ସହିତ ମଧ୍ୟ ଅନେକ ଲୋକ ଥିଲେ। ଯିହୂଦା ଓ ସେହି ଲୋକମାନେ ଖଣ୍ଡା ଓ ଠେଙ୍ଗା ଧରିଥିଲେ। ସେମାନଙ୍କୁ ପ୍ରଧାନଯାଜକ ଓ ପ୍ରାଚୀନମାନେ ପଠାଇଥିଲେ।


ଯଦି ଜଣେ ବ୍ୟକ୍ତି ତୁମ୍ଭକୁ ତାଡ଼ନା କରିବାକୁ ଓ ତୁମ୍ଭକୁ ହତ୍ୟା କରିବାକୁ ଗ୍ଭହେଁ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ଜୀବନ ରକ୍ଷା କରିବେ। କିନ୍ତୁ ସେ ତୁମ୍ଭର ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀ ଖୋଲରୁ ପଥର ଫିଙ୍ଗି ଦେଲାପରି ଫିଙ୍ଗି ଦେବ।


ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସୁରକ୍ଷା କରନ୍ତି। ସେ ସେମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାରରେ ଝୁଣ୍ଟିପଡ଼ନ୍ତି ଓ ଧ୍ୱଂସ ହୁଅନ୍ତି। ସେମାନଙ୍କର ଶକ୍ତି ସେମାନଙ୍କୁ ରକ୍ଷା କରିବା ପାଇଁ ସାହାଯ୍ୟ କରେ ନାହିଁ।


ଦେଖ, ମୋ’ ହାତରେ ଥିବା ଲୁଗା ଖଣ୍ଡକୁ। ମୁଁ ଏହାକୁ ତୁମ୍ଭ ଲୁଗା ଧଡ଼ିରୁ କାଟିଅଛି। ମୁଁ ତୁମ୍ଭକୁ ମାରି ପାରିଥା’ନ୍ତି କିନ୍ତୁ ମୁଁ ମାରି ନାହିଁ। ମୁଁ ତୁମ୍ଭକୁ ବର୍ତ୍ତମାନ ବୁଝିବାକୁ ଦେଉଛି। ମୁଁ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁଛି ଯେ ମୁଁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନ ଥିଲି। ମୁଁ ତୁମ୍ଭ ପ୍ରତି କେବେ ଅନ୍ୟାୟ କରି ନାହିଁ। କିନ୍ତୁ ତୁମ୍ଭେ ମୋତେ ଆଘାତ କରିଅଛ ଏବଂ ମାରିବାକୁ ମଧ୍ୟ ଗ୍ଭହିଁଅଛ।


ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଅନେକ କେଉଁଟା ଅଣାଇବା,” “ସେମାନେ ମତ୍ସ୍ୟପରି ସେମାନଙ୍କୁ ଧରିବେ। ତା'ପରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା। ସେମାନେ ପ୍ରତ୍ୟେକ ପର୍ବତରୁ, ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଶିକାର କରି ଆଣିବେ।


ବିନା କାରଣରେ ସେମାନେ ମୋର ଶତ୍ରୁ ହୋଇଛନ୍ତି ଓ ପକ୍ଷୀ ପରି ମୋତେ ଶିକାର କରିଛନ୍ତି।


ସଦାପ୍ରଭୁ ବିଗ୍ଭରକର୍ତ୍ତା ହୁଅନ୍ତୁ। ତୁମ୍ଭ ଓ ମୋ’ ଭିତରେ ସେ ବିଗ୍ଭର କରନ୍ତୁ। ସଦପ୍ରଭୁ ମୋର ପକ୍ଷରେ ବିଗ୍ଭର କରନ୍ତୁ ଏବଂ ପ୍ରମାଣ କରନ୍ତୁ ଯେ ମୁଁ ଠିକ୍ ଅଛି। ସଦାପ୍ରଭୁ ମୋତେ ତୁମ୍ଭଠାରୁ ରକ୍ଷା କରନ୍ତୁ।”


Swiv nou:

Piblisite


Piblisite