1 ଶାମୁୟେଲ 26:25 - ପବିତ୍ର ବାଇବଲ25 ତା'ପରେ ଶାଉଲ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ହେ ମୋର ପୁତ୍ର, ଦାଉଦ, ତୁମ୍ଭେ ମହାନ କାର୍ଯ୍ୟ କରିବ ଓ ତୁମ୍ଭେ ମଧ୍ୟ ସେଥିରେ ସଫଳ ହେବ।” ଦାଉଦ ତାଙ୍କ ବାଟରେ ଗଲେ ଓ ଶାଉଲ ତାଙ୍କ ଗୃହକୁ ଫେରିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ। ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରି ଗଲେ। Gade chapit laଓଡିଆ ବାଇବେଲ25 ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ। ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରି ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ।” ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରିଗଲେ। Gade chapit la |
ଖ୍ରୀଷ୍ଟଙ୍କର ପ୍ରେମଠାରୁ ଆମ୍ଭକୁ କିଏ କ’ଣ ଅଲଗା କରିପାରେ? ନା! କଷ୍ଟ କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! ସମସ୍ୟା ବା ତାଡ଼ନା କ’ଣ ଖ୍ରୀଷ୍ଟଙ୍କର ଶତ୍ରୁମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! ଯଦି ଆମ୍ଭ ପାଖରେ ଖାଦ୍ୟ ବା ଲୁଗାପଟା ନାହିଁ, ତା'ହେଲେ ତାହା କ’ଣ ଖ୍ରୀଷ୍ଟଙ୍କର ପ୍ରେମରୁ ଆମ୍ଭକୁ ଅଲଗା କରିପାରେ? ନା! ବିପଦ ବା ମୃତ୍ୟୁ ହେଉନା କାହିଁକି ତାହା କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା!