1 ଶାମୁୟେଲ 26:4 - ପବିତ୍ର ବାଇବଲ4 ଦାଉଦ ଗୁପ୍ତଚର ପଠାଇ ନିଶ୍ଚୟ ଆସିଛନ୍ତି ବୋଲି ଜାଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏଣୁ ଦାଉଦ ଚର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ। Gade chapit laଓଡିଆ ବାଇବେଲ4 ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ। Gade chapit la |
ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।” ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।