1 ଶାମୁୟେଲ 27:1 - ପବିତ୍ର ବାଇବଲ1 କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, “ମୁଁ ଦିନେ ଶାଉଲଙ୍କ ହାତରେ ଧରା ହେବି। ଏହା ସବୁଠୁ ଭଲ ହେବ। ମୁଁ ପଲେଷ୍ଟୀୟମାନଙ୍କ ଦେଶକୁ ଯାଇ ନିଜକୁ ରକ୍ଷା କରିବି। ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳ ଖୋଜି ନିରାଶ ହେବ। ଏହିପରି ଭାବରେ ମୁଁ ତାଙ୍କର ହସ୍ତରୁ ରକ୍ଷା ପାଇବି।” Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, “ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।” Gade chapit la |
ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’