Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 27:11 - ପବିତ୍ର ବାଇବଲ

11 ଦାଉଦ କଦାପି ଗା‌ଥ୍‌କୁ ଆଣିବାକୁ କାହାରିକୁ ଜୀବିତ ରଖୁ ନ ଥିଲେ। ସେ ଭାବୁଥିଲେ, “ଯଦି ଆମ୍ଭେ ଲୋକକୁ ଜୀବିତ ଛାଡ଼ୁ, ସେ ଲୋକମାନେ ଆଖୀ‌ଶ୍‌‌କୁ ସବୁ କହି ଦେବେ, ବାସ୍ତବରେ ମୁଁ କ’ଣ କରୁଥିଲି।” ସେ ସର୍ବଦା ଏହା କରୁଥିଲେ ସେ ଯେପର୍ଯ୍ୟନ୍ତ ପଲେଷ୍ଟୀୟ ଦେଶରେ ରହୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍‍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, “ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ” ବୋଲି ଭାବି ଦାଉଦ ଗାଥ୍‍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।

Gade chapit la Kopi




1 ଶାମୁୟେଲ 27:11
7 Referans Kwoze  

ଲୋକଭୟ ଫାନ୍ଦଜନକ, ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।


ମିଥ୍ୟାବାଦୀର କଥା କେବଳ ଅଳ୍ପକ୍ଷଣ ନିମନ୍ତେ ତିଷ୍ଠେ, କିନ୍ତୁ ସତ୍ୟତାପୂର୍ଣ୍ଣ ଶବ୍ଦଗୁଡ଼ିକ ଚିରଦିନ ରହେ।


ଦାଉଦ ଅବିୟାଥରକୁ କହିଲେ, “ଇଦୋମୀୟ ଦୋୟେଗ ସେଠାରେ ଉପସ୍ଥିତ ଥିବା ବେଳେ ମୁଁ ସେହି ଦିନ ଜାଣିଥିଲି ଯେ, ସେ ନିଶ୍ଚୟ ଶାଉଲଙ୍କୁ ଜଣାଇବ, ତୁମ୍ଭ ପିତୃଗୃହସ୍ଥ ସମସ୍ତଙ୍କୁ ହତ୍ୟା କରାଯାଇଛି ଏବଂ ମୁଁ ସେମାନଙ୍କର ମୃତ୍ୟୁର ଦାୟୀଅଟେ।


ଦାଉଦ ଏହିପରି ପ୍ରତ୍ୟେକ ଥର କଲେ, ପ୍ରତ୍ୟେକ ଥର ଆଖୀଶ୍ ଦାଉଦଙ୍କୁ ପଗ୍ଭରୁ ଥିଲା, ତୁମ୍ଭେ ଆଜି କେଉଁଠାକୁ ଚଢ଼ାଉ କରିବା ପାଇଁ ଗଲ? ଦାଉଦ କହିଲେ, “ଆମ୍ଭେ ଯିହୁଦାର ଦକ୍ଷିଣ ଅଞ୍ଚଳ ଓ ଯିରହମେଲୀୟଙ୍କ ଦକ୍ଷିଣ ଅଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣ ଅଞ୍ଚଳ” ବିରୁଦ୍ଧରେ ଯୁଦ୍ଧ କଲୁ।


ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି ନିଜକୁ ନିଜେ କହିଲା, “ବର୍ତ୍ତମାନ ଦାଉଦର ନିଜର ଲୋକମାନେ ତାଙ୍କୁ ଘୃଣା କରିବା ଆରମ୍ଭ କଲେଣି, ଇସ୍ରାଏଲୀୟମାନେ ଦାଉଦଙ୍କୁ ବହୁତ ଘୃଣା କରୁଛନ୍ତି ଏବଂ ବର୍ତ୍ତମାନ ଦାଉଦ ମୋର ଦାସ ହୋଇ ଚିରଦିନ ରହିବ।”


ସେମାନେ ସିକ୍ଳ‌ଗ୍‌ର ସମସ୍ତ ସ୍ତ୍ରୀଲୋକମାନଙ୍କୁ ବନ୍ଦୀକରି ଆଣିଥିଲେ ଏବଂ ସେମାନେ ସମସ୍ତ ବୃଦ୍ଧ ଓ ସମସ୍ତ ଯୁବକମାନଙ୍କୁ ବନ୍ଦୀ କରି ଆଣିଥିଲେ। ସେମାନେ କାହାରିକୁ ମାରି ଦେଇ ନ ଥିଲେ। ସେମାନଙ୍କୁ ହତ୍ୟା କରିବା ପରିବର୍ତ୍ତେ ସେମାନଙ୍କୁ ନିଜ ନିଜ ପଥରେ ନେଇ ଯାଇଥିଲେ।


ଗଦଲିୟକୁ ବଧ କରିବାର ଦିନକ ପରେ ଶିଖିମ, ଶୀଲୋ ଓ ଶମରିୟାରୁ ଅଶୀଜଣ ପୁରୁଷ ଦାଢ଼ି କ୍ଷୌର ହୋଇ, ଛିନ୍ନବସ୍ତ୍ର ପରିଧାନ ପୂର୍ବକ ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରି ହସ୍ତରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ନେଇ ସଦାପ୍ରଭୁଙ୍କ ଗୃହକୁ ଆସୁଥିଲେ। ସେମାନେ ଗଦଲିୟଙ୍କ ହତ୍ୟା ଖବର ଜାଣି ନ ଥିଲେ।


Swiv nou:

Piblisite


Piblisite