1 ଶାମୁୟେଲ 27:12 - ପବିତ୍ର ବାଇବଲ12 ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି ନିଜକୁ ନିଜେ କହିଲା, “ବର୍ତ୍ତମାନ ଦାଉଦର ନିଜର ଲୋକମାନେ ତାଙ୍କୁ ଘୃଣା କରିବା ଆରମ୍ଭ କଲେଣି, ଇସ୍ରାଏଲୀୟମାନେ ଦାଉଦଙ୍କୁ ବହୁତ ଘୃଣା କରୁଛନ୍ତି ଏବଂ ବର୍ତ୍ତମାନ ଦାଉଦ ମୋର ଦାସ ହୋଇ ଚିରଦିନ ରହିବ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ଵାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତା; ଦୁର୍ଗନ୍ଧ ସ୍ଵରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ। Gade chapit laଓଡିଆ ବାଇବେଲ12 ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି କହିଲା, “ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।” Gade chapit la |
କିନ୍ତୁ ଯାକୁବ, ଶିମିୟୋନ ଓ ଲେବୀକୁ କହିଲେ, “ତୁମ୍ଭେମାନେ ମୋତେ ବହୁ ଅସୁବିଧାରେ ପକାଇଲଣି। ଏଠାକାର ସମସ୍ତ ଲୋକେ ମୋତେ ଘୃଣା କରିବେ। ସମସ୍ତ କିଣାନୀୟ ସମସ୍ତ ପିରିଜୀୟ ସମସ୍ତ ଲୋକେ ମୋର ବିରୁଦ୍ଧାଚରଣ କରିବେ। ଆମ୍ଭମାନଙ୍କର ବହୁତ କମ୍ ଲୋକ। ଯଦି ଏହି ସ୍ଥାନର ଲୋକମାନେ ଆମ୍ଭ ସହ ଯୁଦ୍ଧ କରିବା ପାଇଁ ଏକତ୍ରିତ ହେବେ, ତେବେ ଆମ୍ଭେ ଧ୍ୱଂସ ପାଇଯିବା। ଏବଂ ଆମ୍ଭର ସମସ୍ତ ଲୋକ ମୋ’ ସହିତ ଶେଷ ହୋଇଯିବେ।”