Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 27:2 - ପବିତ୍ର ବାଇବଲ

2 ତେଣୁ ଦାଉଦ ଓ ତାଙ୍କର 600 ଲୋକ ଇସ୍ରାଏଲ ପରିତ୍ୟାଗ କଲେ। ମାୟୋକର ପୁତ୍ର ଆଖୀଶ୍ ନାମକ ଗା‌ଥ୍‌ର ରାଜା ନିକଟକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍ ନାମକ ଗାଥ୍ର ରାଜା ନିକଟକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

2 ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍‍ ନାମକ ଗାଥ୍‍ର ରାଜା ନିକଟକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍‍ ନାମକ ଗାଥ୍‍ର ରାଜା ନିକଟକୁ ଗଲେ।

Gade chapit la Kopi




1 ଶାମୁୟେଲ 27:2
7 Referans Kwoze  

ତା'ପରେ ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ନିଜ ନିଜର ‌‌ଖ‌ଡ଼୍‌ଗ ବାନ୍ଧ,” ତେଣୁ ସେମାନେ ନିଜ ନିଜର ‌‌ଖ‌ଡ଼୍‌ଗ ବାନ୍ଧିଲେ, ଦାଉଦ ମଧ୍ୟ ନିଜର ‌‌ଖ‌ଡ଼୍‌ଗ ବାନ୍ଧିଲେ, ଦାଉଦଙ୍କ ସହିତ 400 ଲୋକ ଗଲେ ଓ 200 ଲୋକ ସାମଗ୍ରୀ ପାଖରେ ରହିଲେ।


ସେହି ଦିନ ଦାଉଦ ଶାଉଲଙ୍କଠାରୁ ପଳାୟନ କଲେ। ଦାଉଦ ଗା‌ଥ୍‌ର ରାଜା ଆଖୀ‌ଶ୍‌ଙ୍କ ନିକଟକୁ ପଳାଇଲେ।


ତା'ପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ସୈନ୍ୟଦଳ ପଛେ ପଛେ ଗୋଡ଼ାଇଲେ, ମୁଁ ସେମାନଙ୍କୁ ଧରି ପାରିବି କି?” ସଦାପ୍ରଭୁ ଉତ୍ତର ଦେଲେ, “ତାଙ୍କ ପଛେ ଗୋଡ଼ାଅ। ତୁମ୍ଭେ ତାଙ୍କୁ ଧରି ପାରିବ। ତୁମ୍ଭେ ତୁମ୍ଭର ପରିବାରକୁ ତାଙ୍କ ନିକଟରୁ ଉଦ୍ଧାର କରି ପାରିବ।”


ଦାଉଦ ଓ ତାଙ୍କର 600 ଲୋକମାନଙ୍କୁ ନେଇ ବିଷୋର ନଦୀ ନିକଟରେ ପହଞ୍ଚିଲେ। ସେଠାରେ 200 ଲୋକ ରହିଲେ, କାରଣ ସେମାନେ ସେଠାରେ ଅତ୍ୟନ୍ତ କ୍ଳାନ୍ତ ଓ ଦୁର୍ବଳ ହୋଇ ପଡ଼ିଥିଲେ। ତେଣୁ ଦାଉଦ ତାଙ୍କର ଅନ୍ୟ 400 ଜଣ ଲୋକମାନଙ୍କୁ ନେଇ ଅମାଲେକୀୟମାନଙ୍କ ପଛରେ ଗୋଡ଼ାଇଲେ।


ଦାଉଦ ସିକ୍ଳଗରେ ଥିବା ସମୟରେ ଯେଉଁ ବ୍ୟକ୍ତିମାନେ ତାହାଙ୍କ ନିକଟକୁ ଆସିଥିଲେ, ସେମାନଙ୍କର ତାଲିକା ଏହା ଥିଲା। ଦାଉଦ ଯେତେବେଳେ କୀଶଙ୍କ ପୁତ୍ର ଶାଉଲଙ୍କଠାରୁ ଲୁଚି ରହିଥିଲେ, ସେତେବେଳେ ଏହା ଘଟିଥିଲା। ଏହି ଲୋକମାନେ ଦାଉଦଙ୍କୁ ଯୁଦ୍ଧ ସମୟରେ ସାହାଯ୍ୟ କରିଥିଲେ।


ଆଖୀ‌ଶ୍‌ଙ୍କର ଦାସମାନେ ଏହାକୁ ପସନ୍ଦ କଲେ ନାହିଁ। ସେମାନେ କହିଲେ, “ଦାଉଦ ହେଉଛନ୍ତି ଇସ୍ରାଏଲ ଭୂଖଣ୍ତର ରାଜା। ଇସ୍ରାଏଲର ଲୋକମାନେ ତାଙ୍କ ବିଷୟରେ ନାଚି ନାଚି ଗୀତ ଗାଇ ଏହା କହିଲେ। ସେ ଲୋକମାନେ ଦାଉଦଙ୍କ ବିଷୟରେ ପରସ୍ପର ନାଚକରି କହିଥିଲେ, “ଶାଉଲ ହତ୍ୟା କଲେ ସହସ୍ର ସହସ୍ର ଦାଉଦ ହତ୍ୟା କଲେ ଅୟୁତ ଅୟୁତ”


Swiv nou:

Piblisite


Piblisite