1 ଶାମୁୟେଲ 27:9 - ପବିତ୍ର ବାଇବଲ9 ଦାଉଦ ସେ ଅଞ୍ଚଳର ଲୋକମାନଙ୍କୁ ପରାସ୍ତ କରି ସେମାନଙ୍କର ମେଷ, ଗାଈ, ବଳଦ, ଗଧ, ଓଟ, ଏବଂ ସେମାନଙ୍କର ଲୁଗାପଟା ଆଣି ଆଖୀଶ୍କୁ ଦେଉଥିଲେ। କିନ୍ତୁ ଦାଉଦ ସେମାନଙ୍କ ମଧ୍ୟରୁ କୌଣସି ଲୋକଙ୍କୁ ବଞ୍ଚିବାକୁ ଅନୁମତି ଦେଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି। Gade chapit laଓଡିଆ ବାଇବେଲ9 ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି। Gade chapit la |