1 ଶାମୁୟେଲ 28:11 - ପବିତ୍ର ବାଇବଲ11 ସ୍ତ୍ରୀଲୋକଟି କହିଲା, “ମୁଁ କାହାକୁ ତୁମ୍ଭ ନିକଟକୁ ଉଠାଇ ଆଣିବି।” ସେ କହିଲେ, “ମୋ’ ପାଖକୁ ଶାମୁୟେଲଙ୍କୁ ଉଠାଇ ଆଣ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ସେତେବେଳେ ସେହି ସ୍ତ୍ରୀ କହିଲା, ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି? ସେ କହିଲେ, ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ। Gade chapit laଓଡିଆ ବାଇବେଲ11 ସେତେବେଳେ ସେହି ସ୍ତ୍ରୀ କହିଲା, ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି ? ସେ କହିଲେ, ମୋ’ କତିକି ଶାମୁୟେଲଙ୍କୁ ଉଠାଇ ଆଣ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେତେବେଳେ ସେହି ସ୍ତ୍ରୀ କହିଲା, “ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି?” ସେ କହିଲେ, “ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ।” Gade chapit la |
ଶାମୁୟେଲ ଶାଉଲଙ୍କୁ କହିଲେ, “ମୋତେ କାହିଁକି ତୁମ୍ଭେ ବ୍ୟସ୍ତ କଲ? ମୋତେ କାହିଁକି ତୁମ୍ଭେ ଉଠାଇଲ?” ଶାଉଲ ଉତ୍ତର ଦେଲେ, “ମୁଁ ବିପଦରେ ପଡ଼ିଛି, ପଲେଷ୍ଟୀୟମାନେ ମୋ’ ସହିତ ଯୁଦ୍ଧ କରିବାକୁ ଆସିଛନ୍ତି ଏବଂ ପରମେଶ୍ୱର ମୋତେ ତ୍ୟାଗ କରିଛନ୍ତି। ପରମେଶ୍ୱର ମୋତେ ଆଉ ଉତ୍ତର ଦେଉ ନାହାନ୍ତି। ସେ ମୋତେ ସ୍ୱପ୍ନରେ କିମ୍ବା ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ମଧ୍ୟ ମୋତେ ଉତ୍ତର ଦେଉ ନାହାନ୍ତି। ଏଥିପାଇଁ ମୁଁ ତୁମ୍ଭକୁ ଡାକିଲି ଯେ, ମୋତେ କ’ଣ କରିବାକୁ ହେବ କୁହନ୍ତୁ।”
କେତେକ ଲୋକ କୁହନ୍ତି, “ଭବିଷ୍ୟଦ୍ବକ୍ତା ଓ ଗୁଣିଆମାନଙ୍କୁ କ’ଣ କରିବାକୁ ହେବ ପଗ୍ଭର। ଏହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ପକ୍ଷୀ ପରି ଗୁଣୁଗୁଣୁ ହୋଇ ମନ୍ତ୍ର କୁହନ୍ତି, ଫଳରେ ଲୋକମାନେ ଭାବନ୍ତି ସେମାନେ ବହୁ ଗୋପନୀୟ ମୃତ ଓ ଜୀବିତମାନଙ୍କ ବିଷୟରେ ଜାଣନ୍ତି।” ମାତ୍ର ମୁଁ ତୁମ୍ଭକୁ କହୁଛି ଯେ “ଲୋକମାନେ ସେମାନଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା କରିବା ଉଚିତ୍। ସେହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ମୃତ ବ୍ୟକ୍ତିଙ୍କ ବିଷୟରେ ପଗ୍ଭରନ୍ତି। ସେମାନେ କ’ଣ ଜୀବିତମାନଙ୍କ ବିଷୟରେ ମୃତମାନଙ୍କଠାରୁ ଜାଣି ପାରିବେ?”