Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 28:13 - ପବିତ୍ର ବାଇବଲ

13 ରାଜା ସ୍ତ୍ରୀଲୋକଟିକୁ କହିଲେ, “ଭୟ କର ନାହିଁ, ତୁମ୍ଭେ କ’ଣ ଦେଖୁଛ?” ସ୍ତ୍ରୀଲୋକ ଜଣକ କହିଲା, “ମୁଁ ଦେଖୁଛି ଏକ ଶକ୍ତି ଭୂମିରୁ ବାହାରୁଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ରାଜା ତାହାକୁ କହିଲେ, ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ? ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।

Gade chapit la Kopi

ଓଡିଆ ବାଇବେଲ

13 ତହୁଁ ରାଜା ତାହାକୁ କହିଲେ, ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ ? ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ରାଜା ତାହାକୁ କହିଲେ, “ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, “ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।”

Gade chapit la Kopi




1 ଶାମୁୟେଲ 28:13
6 Referans Kwoze  

“ତୁମ୍ଭେ କୌଣସି ଅବଜ୍ଞା କରିବ ନାହିଁ ଆପଣା ପରମେଶ୍ୱରଙ୍କୁ। ଏବଂ ତୁମ୍ଭର କୌଣସି ଅଧ୍ୟକ୍ଷଙ୍କୁ ଶାପ ଦେବ ନାହିଁ।


ତୁମ୍ଭ ପାଇଁ ହାରୋଣ ଲୋକମାନଙ୍କୁ କହିବ। ତୁମ୍ଭେ ତା’ ପାଇଁ ପରମେଶ୍ୱର ପରି ଏବଂ ସେ ତୁମ୍ଭର ପ୍ରବକ୍ତା


ସେ ସ୍ତ୍ରୀଲୋକଟି ଶାମୁୟେଲଙ୍କୁ ଦେଖି ରଡ଼ି କରିବାକୁ ଲାଗିଲା। ସେ ସ୍ତ୍ରୀଲୋକଟି ଶାଉଲଙ୍କୁ କହିଲା, “ତୁମ୍ଭେ ମୋତେ କାହିଁକି ପ୍ରତାରଣା କଲ? ତୁମ୍ଭେ ଶାଉଲ।”


ଶାଉଲ ତାଙ୍କୁ ପଗ୍ଭରିଲେ, “ସେ କିପରି ଦେଖିବାକୁ!” ସେ ସ୍ତ୍ରୀଲୋକ ଜଣକ ଉତ୍ତର ଦେଲା, “ସେ ଜଣେ ବୃଦ୍ଧଙ୍କ ପରି ଦେଖା ଯାଉଛି ଓ ସେ ରାଜକୀୟ ପୋଷାକ ପିନ୍ଧିଛନ୍ତି।” ତେଣୁ ଶାଉଲ ଜାଣିଲେ ଏ ହେଉଛନ୍ତି ଶାମୁୟେଲ, ତେଣୁ ସେ ଶାମୁୟେଲଙ୍କୁ ଭୂମିଷ୍ଟ ପ୍ରଣାମ କଲେ।


Swiv nou:

Piblisite


Piblisite