1 ଶାମୁୟେଲ 28:16 - ପବିତ୍ର ବାଇବଲ16 ଶାମୁୟେଲ କହିଲେ, “ସଦାପ୍ରଭୁ ତୁମ୍ଭକୁ ପରିତ୍ୟାଗ କରିଛନ୍ତି। ବର୍ତ୍ତମାନ ସେ ତୁମ୍ଭର ପଡ଼ୋଶୀ ଦାଉଦଙ୍କ ପକ୍ଷରେ ଅଛନ୍ତି। ତେଣୁ ତୁମ୍ଭେ ମୋତେ କାହିଁକି ବ୍ୟସ୍ତ କରୁଅଛ? Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଥିରେ ଶାମୁୟେଲ କହିଲେ, ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ? Gade chapit laଓଡିଆ ବାଇବେଲ16 ଏଥିରେ ଶାମୁୟେଲ କହିଲେ, ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ଶାମୁୟେଲ କହିଲେ, “ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ? Gade chapit la |
ଶାମୁୟେଲ ଶାଉଲଙ୍କୁ କହିଲେ, “ମୋତେ କାହିଁକି ତୁମ୍ଭେ ବ୍ୟସ୍ତ କଲ? ମୋତେ କାହିଁକି ତୁମ୍ଭେ ଉଠାଇଲ?” ଶାଉଲ ଉତ୍ତର ଦେଲେ, “ମୁଁ ବିପଦରେ ପଡ଼ିଛି, ପଲେଷ୍ଟୀୟମାନେ ମୋ’ ସହିତ ଯୁଦ୍ଧ କରିବାକୁ ଆସିଛନ୍ତି ଏବଂ ପରମେଶ୍ୱର ମୋତେ ତ୍ୟାଗ କରିଛନ୍ତି। ପରମେଶ୍ୱର ମୋତେ ଆଉ ଉତ୍ତର ଦେଉ ନାହାନ୍ତି। ସେ ମୋତେ ସ୍ୱପ୍ନରେ କିମ୍ବା ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ମଧ୍ୟ ମୋତେ ଉତ୍ତର ଦେଉ ନାହାନ୍ତି। ଏଥିପାଇଁ ମୁଁ ତୁମ୍ଭକୁ ଡାକିଲି ଯେ, ମୋତେ କ’ଣ କରିବାକୁ ହେବ କୁହନ୍ତୁ।”