Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 28:19 - ପବିତ୍ର ବାଇବଲ

19 ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାସ୍ତ କରାଇବେ। ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ଆସନ୍ତା କାଲି ମୋ’ ସହିତ ଏହିଠାରେ ରହିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ; ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ।

Gade chapit la Kopi

ଓଡିଆ ବାଇବେଲ

19 ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ; ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ; ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ।”

Gade chapit la Kopi




1 ଶାମୁୟେଲ 28:19
12 Referans Kwoze  

ଏ କଥା ଶୁଣିବା ମାତ୍ରେ ହନନିୟ ଭୂମିରେ ପଡ଼ି ମରିଗଲା। ଏ କଥା ଶୁଣି ଲୋକମାନେ ବହୁତ ଡରିଗଲେ।


ମନୁଷ୍ୟପୁତ୍ର ଯିବେ ଓ ମରିଯିବେ। ଏହା ହିଁ ହେବ ବୋଲି ଶାସ୍ତ୍ରରେ ଲେଖାଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ୟପୁତ୍ରଙ୍କୁ ମାରିବା ପାଇଁ ଶତ୍ରୁ ହାତରେ ଦେଇଦେବ, ସେ ଲୋକ ଧିକ୍! ସେ ଲୋକ ଜନ୍ମ ନ ହୋଇଥିଲେ ବରଂ ଭଲ ହୋଇଥା’ନ୍ତା।”


ତହିଁରେ ମୀଖାୟ ଉଚ୍ଚସ୍ୱରରେ କହିଲେ, “ତୁମ୍ଭେମାନେ ସମସ୍ତେ ଶୁଣ, ଯଦି ରାଜା ଆହାବ କୁଶଳରେ ଯୁଦ୍ଧ କ୍ଷେତ୍ରରୁ ଫେରି ଆସେ, ତେବେ ସଦାପ୍ରଭୁ ମୋତେ ବାର୍ତ୍ତା ଦେଇ ନାହାନ୍ତି ବୋଲି ଜାଣିବ।”


ସଦାପ୍ରଭୁ କହିଲେ, ‘ତୁମ୍ଭମାନଙ୍କ ମଧ୍ୟରୁ କିଏ ରାଜା ଆହାବକୁ କୁମନ୍ତ୍ରଣା ଦେବାକୁ ଯିବ, ସେ ଯେପରି ରାମୋତ୍-ଗିଲିୟ‌ଦ୍‌କୁ ଯାଇ ଅରାମୀୟ ବିରୁଦ୍ଧରେ ଯୁଦ୍ଧ କରି ମୃତ୍ୟୁବରଣ କରିବ।’ ଏଥିରେ କେହି ସ୍ୱର୍ଗଦୂତଗଣ ଏକମତ ହେଲେ ନାହିଁ, ସେମାନଙ୍କର କ’ଣ କରିବା ଉଚିତ୍।


କିନ୍ତୁ ଯଦି ତୁମ୍ଭେମାନେ କ୍ରମାଗତ କୁକର୍ମ କରିବାରେ ଆଗ୍ରହ ପ୍ରକାଶ କର, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଧ୍ୱଂସ ହେବ।”


ତେଣୁ, ଆସନ୍ତାକାଲି ଏହି ସମୟରେ, ମୁଁ ଏକ ଭୟଙ୍କର ଶିଳାବୃଷ୍ଟି କରିବି। ଏପରି ଶିଳାବୃଷ୍ଟି ମିଶରରେ କେବେବି ହୋଇ ନ ଥିବ। ଏପରିକି ମିଶର ଏକ ଦେଶ ହେଲାଠାରୁ ହୋଇ ନ ଥିବ।


ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କ କଥାରେ ତାଙ୍କର ବହୁତ ଭୟ ଜାତ ହେଲା। ଶାଉଲ ମଧ୍ୟ ବହୁତ ଦୁର୍ବଳ ଥିଲେ। କାରଣ ସେ ସେଦିନ ଓ ରାତି କିଛି ଆହାର କରି ନ ଥିଲେ।


ଦୁଷ୍ଟଲୋକମାନେ କବର ମଧ୍ୟରେ କାହାକୁ ଅସୁବିଧାରେ ପକାନ୍ତି ନାହିଁ, ଏବଂ ଲୋକେ କ୍ଳାନ୍ତ ହେଲେ କବରରେ ବିଶ୍ରାମ ନିଅନ୍ତି।


Swiv nou:

Piblisite


Piblisite