Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 28:2 - ପବିତ୍ର ବାଇବଲ

2 ଦାଉଦ ଆଖୀ‌ଶ୍‌‌କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କ’ଣ କରିବ ଆପଣ ଜାଣିବେ।” ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, “ଠିକ୍ ଅଛି, ମୁଁ ତୁମ୍ଭକୁ ଜୀବନସାରା ମୋର ଦେହରକ୍ଷୀ ସ୍ୱରୂପେ ନିଯୁକ୍ତ କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଦାଉଦ ଆଖୀଶ୍କୁ କହିଲେ, ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ। ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ଦାଉଦ ଆଖୀଶ୍‍କୁ କହିଲେ, ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ। ତେଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଦାଉଦ ଆଖୀଶ୍‍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ।” ତେଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।”

Gade chapit la Kopi




1 ଶାମୁୟେଲ 28:2
6 Referans Kwoze  

ତୁମ୍ଭର ପ୍ରେମ ନିଷ୍କପଟ ହେଉ। ମନ୍ଦକୁ ଘୃଣା କର।


ଦାଉଦ ଏହିପରି ପ୍ରତ୍ୟେକ ଥର କଲେ, ପ୍ରତ୍ୟେକ ଥର ଆଖୀଶ୍ ଦାଉଦଙ୍କୁ ପଗ୍ଭରୁ ଥିଲା, ତୁମ୍ଭେ ଆଜି କେଉଁଠାକୁ ଚଢ଼ାଉ କରିବା ପାଇଁ ଗଲ? ଦାଉଦ କହିଲେ, “ଆମ୍ଭେ ଯିହୁଦାର ଦକ୍ଷିଣ ଅଞ୍ଚଳ ଓ ଯିରହମେଲୀୟଙ୍କ ଦକ୍ଷିଣ ଅଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣ ଅଞ୍ଚଳ” ବିରୁଦ୍ଧରେ ଯୁଦ୍ଧ କଲୁ।


କିନ୍ତୁ ହାନ୍ନା ଗଲା ନାହିଁ, ଏବଂ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ଛାଡ଼ିଲା ପରେ ମୁଁ ତାକୁ ନେଇଯିବି। ତା'ପରେ ସେ ସଦାପ୍ରଭୁଙ୍କର ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”


ସେଥିପାଇଁ ବର୍ତ୍ତମାନ ମୁଁ ତାକୁ ସଦାପ୍ରଭୁଙ୍କ ସେବା କରିବା ପାଇଁ ଉତ୍ସର୍ଗ କରୁଛି। ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉପାସନା କରିବ।” ଏହା ପରେ ସେମାନେ ସେଠାରେ ସଦାପ୍ରଭୁଙ୍କ ଆଗରେ ପ୍ରଣାମ କଲେ।


ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶହ ଶହ, ହଜାର ହଜାର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ। ଦାଉଦ ଏବଂ ତାଙ୍କର ସୈନ୍ୟମାନେ ଆଖୀଶ୍ ସହିତ ପଛେ ପଛେ ଆଗେଇଲେ।


Swiv nou:

Piblisite


Piblisite