1 ଶାମୁୟେଲ 28:22 - ପବିତ୍ର ବାଇବଲ22 ଦୟା ପୂର୍ବକ ମୋ’ କଥା ଟିକେ ଶୁଣନ୍ତୁ। ଆପଣଙ୍କୁ କିଛି ଖାଦ୍ୟ ଦେବା ପାଇଁ ଅନୁମତି ଲୋଡ଼ୁଛି। ଆପଣ ନିଶ୍ଚିତ ଖାଇବେ, ତା'ପରେ ଆପଣ ଶକ୍ତି ପାଇ ଆପଣା ବାଟରେ ଗ୍ଭଲିଯିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)22 ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ। Gade chapit laଓଡିଆ ବାଇବେଲ22 ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ।” Gade chapit la |