1 ଶାମୁୟେଲ 28:3 - ପବିତ୍ର ବାଇବଲ3 ଶାମୁୟେଲ ମରି ଯାଇଥିଲେ, ସମସ୍ତ ଇସ୍ରାଏଲୀୟବାସୀ ଶାମୁୟେଲଙ୍କର ମୃତ୍ୟୁ ପ୍ରତି ଦୁଃଖର ସହ ସମବେଦନା ଜଣାଇ ଶୋକ କରି ତାଙ୍କର ନିଜ ସ୍ଥାନ ରାମାଠାରେ କବର ଦେଇଥିଲେ। ଶାଉଲ ଭୂତୁଡ଼ିୟା ଓ ଗୁଣିଆମାନଙ୍କୁ ଦେଶରୁ ବିତାଡ଼ିତ କରି ଦେଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ। Gade chapit laଓଡିଆ ବାଇବେଲ3 ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ। Gade chapit la |