1 ଶାମୁୟେଲ 28:9 - ପବିତ୍ର ବାଇବଲ9 କିନ୍ତୁ ସ୍ତ୍ରୀଲୋକଟି ଶାଉଲଙ୍କୁ କହିଲା, “ତୁମ୍ଭେ ଜାଣ ଶାଉଲ ଯାହା କରିଅଛି। କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଇସ୍ରାଏଲ ଦେଶରୁ ବିତାଡ଼ିତ କରିଛି। ତୁମ୍ଭେ ମୋତେ ଫାନ୍ଦରେ ପକାଇ ମାରିବା ପାଇଁ ଗ୍ଭହୁଁଛ।” Gade chapit laପବିତ୍ର ବାଇବଲ (Re-edited) - (BSI)9 ଏଥିରେ ସେ ସ୍ତ୍ରୀ କହିଲା, ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁ ଘଟାଇବା ପାଇଁ କିହେତୁ ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ? Gade chapit laଓଡିଆ ବାଇବେଲ9 ଏଥିରେ ସେ ସ୍ତ୍ରୀ କହିଲା, ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିରେ ସେ ସ୍ତ୍ରୀ କହିଲା, “ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ?” Gade chapit la |
ଇସ୍ରାଏଲର ରାଜା ଯେତେବେଳେ ଚିଠିଟି ପାଠ କଲେ ସେ ଦୁଃଖରେ ନିଜର ବସ୍ତ୍ରକୁ ଚିରି କହିଲେ, “ମୁଁ ସଦାପ୍ରଭୁ ଯିଏ ମୃତ ଓ ଜନ୍ମ ଦେବା ମୋର ଅଧୀନରେ ଅଟେ କି? କାହିଁକି ଚର୍ମ ରୋଗରୁ ଆରୋଗ୍ୟ ହେବ ବୋଲି ଅରାମ୍ ରାଜା ମୋ’ ପାଖକୁ ଜଣେ ଲୋକ ପଠାଇଛି? ତେଣୁ ମୁଁ ବିନୟ କରୁଛି, ତୁମ୍ଭେମାନେ ବିଗ୍ଭର କର। ସେ କିପରି ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଗୋଟିଏ ତୃଟି ପାଇବାକୁ ଚେଷ୍ଟା କରୁଅଛି।”