Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 29:11 - ପବିତ୍ର ବାଇବଲ

11 ଦାଉଦ ଏବଂ ତାଙ୍କର ଲୋକମାନେ ପ୍ରତ୍ୟୁଷରୁ ଉଠି ପଲେଷ୍ଟୀୟ ଦେଶକୁ ଫେରିଗଲେ ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରି ଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟ-ମାନେ ଯିଷ୍ରିୟେଲକୁ ଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

11 ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରି ଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।

Gade chapit la Kopi




1 ଶାମୁୟେଲ 29:11
7 Referans Kwoze  

ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଏକ ପୁତ୍ର ଥିଲେ, ଯାହାଙ୍କର ନାମଥିଲା ମଫୀବୋଶତ୍। ଯେତେବେଳେ ତାକୁ ମାତ୍ର ପାଞ୍ଚ ବର୍ଷ ବୟସ ହୋଇଥିଲା, ସେତେବେଳେ ଯିଷ୍ରିୟେଲରୁ ଖବର ଆସିଲା ଯେ, ଶାଉଲ ଏବଂ ଯୋନାଥନକୁ ହତ୍ୟା କରାଯାଇଛି। ଯେତେବେଳେ ମଫୀବୋଶ‌‌ତ୍‌‌ର ଧାତ୍ରୀ ଏ ଖବର ପାଇଲା, ସେ ମଫୀବୋଶତକୁ ଉଠାଇଲା ଏବଂ ସେ ଭୟରେ ଦୌଡ଼ି ପଳାଇଲା। କିନ୍ତୁ ପିଲାଟି ତଳେ ପଡ଼ିଗଲା ଏବଂ ତା'ପରେ ତା'ର ଦୁଇ ଗୋଡ଼ ଛୋଟା ହୋଇଗଲା।


ପଲେଷ୍ଟୀୟମାନେ ସେମାନଙ୍କର ସୈନ୍ୟସାମନ୍ତଙ୍କ ସହିତ ଅଫେକରେ ଏକତ୍ରିତ ହେଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ଝରଣା ନିକଟରେ ଛାଉଣି ସ୍ଥାପନ କଲେ।


ନିମ୍ନରେ ଦିଆଯାଇଥିବା ଭୂମିଗୁଡ଼ିକ ଉକ୍ତ ପରିବାରବର୍ଗଙ୍କୁ ଦିଆଗଲା। ସେମାନେ ହେଲେ ଯିଷ୍ରିୟେଲ, କସୁଲ୍ଲୋତ ଓ ସୁନେମ୍।


ଯିଷ୍ରୀୟେଲ, ଯ‌ଗ୍‌ଦିୟାମ, ସାନୋହ,


ଆସନ୍ତା କାଲି ସକାଳେ ତୁମ୍ଭେ ଓ ତୁମ୍ଭର ଲୋକମାନେ ମୁଁ ଦେଇଥିବା ଜାଗାକୁ ଫେରିଯିବା ଉଚିତ୍। ଦୟାକରି ଅଧିପତିମାନେ କହିଥିବା କଥା ପ୍ରତି ଦୃଷ୍ଟି ଦେବ ନାହିଁ। ତୁମ୍ଭେ ଜଣେ ଭଲ ଲୋକ, ତେଣୁ ତୁମ୍ଭେ ସୂର୍ଯ୍ୟୋଦୟ ମାତ୍ରେ ଫେରିଯିବା ଭଲ।”


ତୃତୀୟ ଦିନ ଦାଉଦ ଏବଂ ତାଙ୍କର ଲୋକମାନେ ସିକ୍ଳ‌ଗ୍‌ରେ ପହଞ୍ଚିଲେ। ସେମାନେ ଦେଖିଲେ ଅମାଲେକୀୟମାନେ ସିକ୍ଳଗ ଆକ୍ରମଣ କରିଥିଲେ। ଅମାଲେକୀୟ ଲୋକମାନେ ନେଗେଭ ଆକ୍ରମଣ କରି ଓ ସିକ୍ଳ‌ଗ୍‌କୁ ଆକ୍ରମଣ କରି ସହରରେ ନିଆଁ ଲଗାଇ ଦେଇଥିଲେ।


ଦାଉଦ ମଧ୍ୟ ଯିଷ୍ରିୟେଲୀୟା ଅହୀନୋୟମକୁ ବିବାହ କଲେ ତହିଁରେ ସେ ଦୁହେଁ ତା'ର ସ୍ତ୍ରୀ ହେଲେ।


Swiv nou:

Piblisite


Piblisite