Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 29:5 - ପବିତ୍ର ବାଇବଲ

5 ଦାଉଦ ହେଉଛନ୍ତି ସେହି ଲୋକ ଯାହା ପାଇଁ ଇସ୍ରାଏଲୀୟ ଲୋକମାନେ ତାଙ୍କ ସମ୍ବନ୍ଧରେ ଗୀତଟିଏ ବୋଲନ୍ତି, ତାହା ହେଲା, ‘ଶାଉଲ ହତ୍ୟା କଲେ ସହସ୍ର ସହସ୍ର, ଦାଉଦ ହତ୍ୟା କଲେ ଅୟୁତ ଅୟୁତ’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ, ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?

Gade chapit la Kopi

ଓଡିଆ ବାଇବେଲ

5 ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ; ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ; ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”

Gade chapit la Kopi




1 ଶାମୁୟେଲ 29:5
4 Referans Kwoze  

ଆଖୀ‌ଶ୍‌ଙ୍କର ଦାସମାନେ ଏହାକୁ ପସନ୍ଦ କଲେ ନାହିଁ। ସେମାନେ କହିଲେ, “ଦାଉଦ ହେଉଛନ୍ତି ଇସ୍ରାଏଲ ଭୂଖଣ୍ତର ରାଜା। ଇସ୍ରାଏଲର ଲୋକମାନେ ତାଙ୍କ ବିଷୟରେ ନାଚି ନାଚି ଗୀତ ଗାଇ ଏହା କହିଲେ। ସେ ଲୋକମାନେ ଦାଉଦଙ୍କ ବିଷୟରେ ପରସ୍ପର ନାଚକରି କହିଥିଲେ, “ଶାଉଲ ହତ୍ୟା କଲେ ସହସ୍ର ସହସ୍ର ଦାଉଦ ହତ୍ୟା କଲେ ଅୟୁତ ଅୟୁତ”


ଜଣେ ଯିଏ “ଅତି ପ୍ରଭାତରୁ” ଆପଣାର ପଡ଼ୋଶୀକୁ ଆଶୀର୍ବାଦ କରେ, ତାର ପଡ଼ୋଶୀ ଏହାକୁ ଆଶୀର୍ବାଦ ବଦଳରେ ଅଭିଶାପ ଭାବେ ଗ୍ରହଣ କରେ।


ଏହା ପରେ ହାରୋଣର ଭଉଣୀ, ଭବିଷ୍ୟ‌ଦ୍‌ବକ୍ତ୍ରୀ ମରିୟମ ଦାରା ନେଲେ ଏବଂ ସମସ୍ତ ସ୍ତ୍ରୀ ଲୋକମାନେ ଦାରା ବଜାଇଲେ ଓ ନାଚିଲେ। ମରିୟମ ପୁନରାବୃତ୍ତି କଲେ।


Swiv nou:

Piblisite


Piblisite