Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 3:16 - ପବିତ୍ର ବାଇବଲ

16 ଏଥୁ, “ହେ ମୋହର ପୁତ୍ର ଶାମୁୟେଲ,” ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ହେ ମୋହର ପୁତ୍ର ଶାମୁୟେଲ, ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, ମୁଁ ଏଠାରେ ଅଛି।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ହେ ମୋହର ପୁତ୍ର ଶାମୁୟେଲ, ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, ମୁଁ ଏଠାରେ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, “ହେ ମୋହର ପୁତ୍ର ଶାମୁୟେଲ,” ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।”

Gade chapit la Kopi




1 ଶାମୁୟେଲ 3:16
6 Referans Kwoze  

ତହୁଁ ଶାମୁୟେଲ ଶୋଇବାକୁ ଗଲେ। ସଦାପ୍ରଭୁଙ୍କ ମନ୍ଦିରଦ୍ୱାର ଫିଟାଇବାକୁ ଶୀଘ୍ର ଉଠିଲେ। ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟକଲେ।


ତା'ପରେ ସେ ପଗ୍ଭରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ମୁଁ ତୁମ୍ଭକୁ ବିନୟ କରୁଅଛି, କିଛି ନ ଲୁଗ୍ଭଇ ମୋତେ କୁହ, “ପରମେଶ୍ୱରଙ୍କ ବାର୍ତ୍ତା ଯଦି କିଛି ମୋ'ଠାରେ ଲୁଗ୍ଭଅ ପରମେଶ୍ୱର ତୁମ୍ଭଙ୍କୁ ଦଣ୍ତ ଦେବେ।”


ସେତେବେଳେ ପରମେଶ୍ୱରଙ୍କର ଦୂତ ସ୍ୱପ୍ନରେ ମୋତେ ‘ଯାକୁବ’ ବୋଲି ଡାକନ୍ତେ! “ମୁଁ କହିଲି, ‘ହଁ ମହାଶୟ, ମୁଁ ଏହିଠାରେ ଅଛି।’


ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଶିଖିମକୁ ଯାଅ। ତୁମ୍ଭର ଭାଇମାନେ ସେଠାରେ ମେଣ୍ଢା ଚରାଉଛନ୍ତି।” ଯୋଷେଫ ଉତ୍ତର ଦେଲେ, “ମୁଁ ସେଠାକୁ ଯିବି।”


ଏହା ପରେ ବୋୟାଜ ଋତକୁ କହିଲେ, “ଆଗୋ ମୋର କନ୍ୟା, ମୋର କଥା ଶୁଣ। ମୋ’ କ୍ଷେତରୁ ତୁମ୍ଭେ ନିଜ ପାଇଁ ଶସ୍ୟ ସଂଗ୍ରହ କର। ତୁମ୍ଭର ଅନ୍ୟ କାହାର କ୍ଷେତକୁ ଯିବା ଦରକାର ନାହିଁ। ମାତ୍ର ମୋର ଦାସୀଗଣଙ୍କ ପଛରେ ଯାଅ।


ବର୍ତ୍ତମାନ ତୁମ୍ଭର ନେତୃତ୍ୱ କରିବା ପାଇଁ ଜଣେ ରାଜା ଅଛନ୍ତି। ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇ ଗଲିଣି। ମୁଁ ମୋ’ ଯୁବାବସ୍ଥାରୁ ତୁମ୍ଭ ମୁନିବ ଥିଲି। ବର୍ତ୍ତମାନ ମୋ’ ପୁଅମାନେ ତୁମ୍ଭ ସାଥୀରେ ଅଛନ୍ତି।


Swiv nou:

Piblisite


Piblisite