1 ଶାମୁୟେଲ 3:20 - ପବିତ୍ର ବାଇବଲ20 ତା'ପରେ ଶାମୁୟେଲ ସଦାପ୍ରଭୁଙ୍କ ପ୍ରକୃତ ଭବିଷ୍ୟଦ୍ବକ୍ତା ବୋଲି ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲୀୟ ଜ୍ଞାତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି,ଏହା ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ। Gade chapit laଓଡିଆ ବାଇବେଲ20 ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ। Gade chapit la |