1 ଶାମୁୟେଲ 3:21 - ପବିତ୍ର ବାଇବଲ21 ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଶାମୁୟେଲକୁ ଦର୍ଶନ ଦେଲେ। ସଦାପ୍ରଭୁ ଶୀଲୋରେ ଶାମୁୟେଲ ନିକଟରେ ତାଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେନ୍ତକାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଆପଣାକୁ ପ୍ରକାଶ କଲେ। Gade chapit laଓଡିଆ ବାଇବେଲ21 ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ। Gade chapit la |