1 ଶାମୁୟେଲ 3:3 - ପବିତ୍ର ବାଇବଲ3 ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏମନ୍ତ ସଦାପ୍ରଭୁଙ୍କ ପବିତ୍ର ମନ୍ଦିରରେ ସଦାପ୍ରଭୁଙ୍କ ପ୍ରଦୀପ ଲିଭିବା ପୂର୍ବରୁ ଯେତେବେଳେ ଶାମୁୟେଲ ଶୋଇଥିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)3 ଓ ପରମେଶ୍ଵରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ଵରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ, Gade chapit laଓଡିଆ ବାଇବେଲ3 ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ, Gade chapit la |
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ନିକଟରେ ହୋମବଳି ଓ ସୁଗନ୍ଧି ଧୂପ ଉତ୍ସର୍ଗ କରନ୍ତି। ସେମାନେ ମନ୍ଦିର ମଧ୍ୟରେ ଥିବା ବିଶେଷ ମେଜ ଉପରେ ଧାଡ଼ିରେ ରୋଟୀ ସଜାଇ ରଖନ୍ତି। ଆଉ ସେମାନେ ସୁବର୍ଣ୍ଣ ପ୍ରଦୀପଧାର ଗୁଡ଼ିକର ଯତ୍ନ ନିଅନ୍ତି, ତେଣୁ ପ୍ରତ୍ୟେକ ସନ୍ଧ୍ୟାରେ ପ୍ରଦୀପ ଝକ୍ମକ୍ କରେ। ଆମ୍ଭେମାନେ ଅତି ଯତ୍ନପୂର୍ବକ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ସେବା କରୁ। କିନ୍ତୁ ତୁମ୍ଭେମାନେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ତ୍ୟାଗ କରିଅଛ।