Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 3:5 - ପବିତ୍ର ବାଇବଲ

5 ଶାମୁୟେଲ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ?” ସେ କହିଲେ, “ମୁଁ ତୁମ୍ଭକୁ ଡାକି ନାହିଁ, ଫେରିଯାଅ ଓ ଶୁଅ।” ଏବଂ ସେ ଶୋଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ସେ ଏଲିଙ୍କ ନିକଟକୁ ଧାଇଁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ କହିଲେ, ମୁଁ ଡାକି ନାହିଁ; ଫେରିଯାଇ ଶୁଅ। ତହୁଁ ସେ ଯାଇ ଶୋଇଲେ;

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ସେ ଏଲିଙ୍କ ନିକଟକୁ ଧାଇଁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ସେ କହିଲେ, ମୁଁ ଡାକି ନାହିଁ; ଫେରିଯାଇ ଶୁଅ। ତହୁଁ ସେ ଯାଇ ଶୋଇଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ସେ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ କହିଲେ, “ମୁଁ ଡାକି ନାହିଁ; ଫେରିଯାଇ ଶୁଅ।” ତହୁଁ ସେ ଯାଇ ଶୋଇଲେ;

Gade chapit la Kopi




1 ଶାମୁୟେଲ 3:5
2 Referans Kwoze  

ସେତେବେଳେ ସଦାପ୍ରଭୁ ଶାମୁୟେଲକୁ ଡାକିଲେ ଓ ଶାମୁୟେଲ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।”


ଏହା ପରେ ସଦାପ୍ରଭୁ “ଶାମୁୟେଲ” ବୋଲି ଆଉ ଥରେ ଡାକିଲେ, ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କିହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ?” ସେ ଉତ୍ତର ଦେଲେ, “ହେ ମୋର ପୁତ୍ର, ମୁଁ ତୁମ୍ଭକୁ ଡାକି ନାହିଁ, ଫେରିଯାଅ ଓ ଶୁଅ।”


Swiv nou:

Piblisite


Piblisite