1 ଶାମୁୟେଲ 30:1 - ପବିତ୍ର ବାଇବଲ1 ତୃତୀୟ ଦିନ ଦାଉଦ ଏବଂ ତାଙ୍କର ଲୋକମାନେ ସିକ୍ଳଗ୍ରେ ପହଞ୍ଚିଲେ। ସେମାନେ ଦେଖିଲେ ଅମାଲେକୀୟମାନେ ସିକ୍ଳଗ ଆକ୍ରମଣ କରିଥିଲେ। ଅମାଲେକୀୟ ଲୋକମାନେ ନେଗେଭ ଆକ୍ରମଣ କରି ଓ ସିକ୍ଳଗ୍କୁ ଆକ୍ରମଣ କରି ସହରରେ ନିଆଁ ଲଗାଇ ଦେଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଳଗ୍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଳଗ୍ ଆକ୍ରମଣ କରିଥିଲେ ଓ ସିକ୍ଳଗ୍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ। Gade chapit laଓଡିଆ ବାଇବେଲ1 ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ। Gade chapit la |
କିନ୍ତୁ ପଲେଷ୍ଟୀୟ ଶାସକଗଣ ଆଖୀଶ୍ ଉପରେ ରାଗିଲେ। ସେମାନେ କହିଲେ, “ଦାଉଦକୁ ଫେରାଇ ଦିଅ। ତୁମ୍ଭେ ତା’ ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ନିଜର ସେହି ସ୍ଥାନକୁ ଫେରି ଯାଉ। ସେ ଆମ୍ଭ ସହିତ ଯୁଦ୍ଧକୁ ଯାଇ ପାରିବ ନାହିଁ। ସେ ଯଦି ଆମ୍ଭ ସହିତ ରହେ, ତେବେ ସେ ଆମ୍ଭ ନିଜ ଛାଉଣି ମଧ୍ୟରେ ଜଣେ ଶତ୍ରୁ ହୋଇ ରହିବ। ସେ ତା'ର ରାଜା ଶାଉଲଙ୍କୁ ସନ୍ତୁଷ୍ଟ କରିବା ପାଇଁ ଆମ୍ଭ ନିଜର ଲୋକଙ୍କୁ ମାରିବ।