Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:11 - ପବିତ୍ର ବାଇବଲ

11 ଦାଉଦଙ୍କର ଲୋକମାନେ କ୍ଷେତରେ ଜଣେ ମିଶରୀୟକୁ ପାଇଲେ। ତାଙ୍କୁ ସେମାନେ ଦାଉଦଙ୍କ ନିକଟକୁ ଆଣିଲେ। ସେମାନେ ତାହାକୁ ଖାଦ୍ୟ ଓ ପାନୀୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସ୍ରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;

Gade chapit la Kopi

ଓଡିଆ ବାଇବେଲ

11 ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସ୍ରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;

Gade chapit la Kopi




1 ଶାମୁୟେଲ 30:11
9 Referans Kwoze  

“ତୁମ୍ଭେମାନେ ଇଦୋମୀୟ ଲୋକମାନଙ୍କୁ ଘୃଣା କରିବା ଉଚିତ୍ ନୁହେଁ। କାରଣ ସେମାନେ ତୁମ୍ଭମାନଙ୍କର ଭାଇ ଅଟନ୍ତି ଏବଂ ତୁମ୍ଭେମାନେ ମିଶରୀୟମାନଙ୍କୁ ଘୃଣା କରିବା ଉଚିତ୍ ନୁହେଁ କାରଣ ତୁମ୍ଭେମାନେ ସେମାନଙ୍କ ଦେଶରେ ବିଦେଶୀପରି ବାସ କରୁଥିଲ।


ତୁମ୍ଭେ ଏହି ରାଜ୍ୟ ଲାଭ କରିବ କାରଣ ମୁଁ ଯେତେବେଳେ ଭୋକିଲା ଥିଲି, ସେତେବେଳେ ତୁମେ ମୋତେ ଖାଇବାକୁ ଦେଇଥିଲ। ମୋତେ ଶୋଷ ଲାଗୁଥିବା ସମୟରେ ମୋତେ କିଛି ପିଇବାକୁ ଦେଇଛ। ମୁଁ ଘରଠାରୁ ଦୂରରେ ଏକୁଟିଆ ଥିଲି। ତୁମ୍ଭେ ମୋତେ ତୁମ୍ଭ ଘରକୁ ଡାକିଥିଲ।


ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ। ସେ ଯେବେ ତୃଷିତ ହୁଏ, ତାହାକୁ ଜଳପାନ କରାଅ।


ସେମାନେ ମିଶରୀୟଙ୍କୁ ଡିମ୍ବିରି ଚକ୍ତିରୁ ଖଣ୍ଡେ ଓ ଦୁଇ ପେଣ୍ଡା କି‌ସ୍‌ମିସ୍ ଦେଲେ। ସେ ଖାଇ ସାରିବା ପରେ ଶାନ୍ତି ଅନୁଭବ କଲା। ସେ ତିନି ଦିନ ଏବଂ ତିନି ରାତି କିଛି ଖାଇ ନ ଥିଲା, ପାଣି ପିଇଲା ନାହିଁ।


ସେମାନଙ୍କ ତୃତୀୟ ପୁରୁଷ ପରେ, ସେମାନେ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରି ପାରିବେ।


Swiv nou:

Piblisite


Piblisite