Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:2 - ପବିତ୍ର ବାଇବଲ

2 ସେମାନେ ସିକ୍ଳ‌ଗ୍‌ର ସମସ୍ତ ସ୍ତ୍ରୀଲୋକମାନଙ୍କୁ ବନ୍ଦୀକରି ଆଣିଥିଲେ ଏବଂ ସେମାନେ ସମସ୍ତ ବୃଦ୍ଧ ଓ ସମସ୍ତ ଯୁବକମାନଙ୍କୁ ବନ୍ଦୀ କରି ଆଣିଥିଲେ। ସେମାନେ କାହାରିକୁ ମାରି ଦେଇ ନ ଥିଲେ। ସେମାନଙ୍କୁ ହତ୍ୟା କରିବା ପରିବର୍ତ୍ତେ ସେମାନଙ୍କୁ ନିଜ ନିଜ ପଥରେ ନେଇ ଯାଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।

Gade chapit la Kopi




1 ଶାମୁୟେଲ 30:2
6 Referans Kwoze  

ଦାଉଦ କଦାପି ଗା‌ଥ୍‌କୁ ଆଣିବାକୁ କାହାରିକୁ ଜୀବିତ ରଖୁ ନ ଥିଲେ। ସେ ଭାବୁଥିଲେ, “ଯଦି ଆମ୍ଭେ ଲୋକକୁ ଜୀବିତ ଛାଡ଼ୁ, ସେ ଲୋକମାନେ ଆଖୀ‌ଶ୍‌‌କୁ ସବୁ କହି ଦେବେ, ବାସ୍ତବରେ ମୁଁ କ’ଣ କରୁଥିଲି।” ସେ ସର୍ବଦା ଏହା କରୁଥିଲେ ସେ ଯେପର୍ଯ୍ୟନ୍ତ ପଲେଷ୍ଟୀୟ ଦେଶରେ ରହୁଥିଲେ।


ହେ ପରମେଶ୍ୱର, ଯେତେବେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କ୍ରୋଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।


ମୁଁ ସମୁଦ୍ରକୁ କହିଲି, ‘ତୁମ୍ଭେ ଏତିକି ବାଟ ପର୍ଯ୍ୟନ୍ତ ଆସିବ, ତା'ଠାରୁ ଅଧିକା ନୁହେଁ। ଏହି ସ୍ଥାନରେ ତୁମ୍ଭେ ଗର୍ବି ଢେଉ ଆସି ବନ୍ଦ ହେବ।’


ତାଙ୍କର କୌଣସି ଜିନିଷ କିମ୍ବା ବ୍ୟକ୍ତି ହରାଇ ନ ଥିଲେ। ସେମାନଙ୍କର ସମସ୍ତ ଦ୍ରବ୍ୟ, ବୟସ୍କ ଲୋକ, ପିଲା, ସମସ୍ତଙ୍କ ପୁତ୍ରକନ୍ୟା ସମସ୍ତଙ୍କୁ ଦାଉଦ ରକ୍ଷା କଲେ। ଏବଂ ସେମାନଙ୍କର ମୂଲ୍ୟବାନ ବସ୍ତୁକୁ ମଧ୍ୟ ଦାଉଦ ନେଇ ଆସିଲେ।


ଯେତେବେଳେ ଦାଉଦ ଓ ତା'ର ଲୋକମାନେ ସିକ୍ଳ‌ଗ୍‌କୁ ଆସିଲେ। ସେମାନେ ଦେଖିବାକୁ ପାଇଲେ, ସହର ଜଳୁଅଛି। ସେମାନଙ୍କର ସ୍ତ୍ରୀ, ପିଲା, ଭଉଣୀ, ଝିଅ, ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଛନ୍ତି। ଅମାଲେକୀୟମାନେ ସେମାନଙ୍କୁ ନେଇ ଯାଇଛନ୍ତି।


Swiv nou:

Piblisite


Piblisite