Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:21 - ପବିତ୍ର ବାଇବଲ

21 ଦାଉଦ ବିଷୋର ନଦୀ ନିକଟରେ ଥିବା 200 ଜଣ ଲୋକଙ୍କ ନିକଟକୁ ଗଲେ ଓ ରହିଲେ। ଯେଉଁ ଲୋକମାନେ ତାଙ୍କର ଦୁର୍ବଳତା ହେତୁ ତାଙ୍କ ପଛେ ଆସି ପାରି ନ ଥିଲେ, ସେମାନେ ଦାଉଦ ଓ ତାଙ୍କ ଲୋକମାନଙ୍କୁ ଭୋଟିବାକୁ ବାହାରି ଆସିଲେ। ଦାଉଦ ସେମାନଙ୍କ ନିକଟକୁ ଯାଇ ତାଙ୍କର କୁଶଳବାର୍ତ୍ତା ପଗ୍ଭରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଉତ୍ତାରେ ଅତି କ୍ଳା; ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ।

Gade chapit la Kopi

ଓଡିଆ ବାଇବେଲ

21 ଏଉତ୍ତାରେ ଅତି କ୍ଳାନ୍ତ ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି, ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଉତ୍ତାରେ ଅତି କ୍ଳାନ୍ତ ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି, ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ।

Gade chapit la Kopi




1 ଶାମୁୟେଲ 30:21
7 Referans Kwoze  

ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ରଖିଥାଅ।


ଏହା ପରେ ଗିଦିୟୋନ ସୁକ୍‌କୋତ ସହରକୁ ଫେରି ଆସିଲେ। ସେ ସେହି ସହରର ଲୋକମାନଙ୍କୁ କହିଲେ, “ଏହିଠାରେ ସେବହ ଓ ସଲମୁନ୍ନ ଅଛନ୍ତି। ତୁମ୍ଭେମାନେ ଏହାକହି ମୋତେ ବିଦ୍ରୂପ କଲ, ‘ଆମ୍ଭେ କାହିଁକି ତୁମ୍ଭ କ୍ଳାନ୍ତ ସୈନିକମାନଙ୍କୁ ଖାଦ୍ୟ ଦେବୁ? ତୁମ୍ଭେମାନେ ଏପର୍ଯ୍ୟନ୍ତ ସେବହ ଓ ସଲମୁନ୍ନକୁ ଧରି ନାହଁ।’”


ଅତଏବ ସମସ୍ତେ ମିଳିମିଶି ଶାନ୍ତିରେ ରହିବା ଉଚିତ୍। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।


କିଛି ଦୁଷ୍ଟ, ଖଳ ପ୍ରକୃତିର ଲୋକମାନେ ଦାଉଦଙ୍କ ସଙ୍ଗରେ ଯାଇଥିଲେ। ସେହି ଖଳ ପ୍ରକୃତିର ଲୋକମାନେ କହିଲେ, “ଏହି ଯେଉଁ 200 ଜଣ ଲୋକ ଆମ୍ଭ ସଙ୍ଗେ ଯାଇ ନ ଥିଲେ, ଆମ୍ଭେ ଆଣିଥିବା ଦ୍ରବ୍ୟ ସେମାନଙ୍କୁ ଦେବା ନାହିଁ। ସେମାନଙ୍କୁ କେବଳ ସେମାନଙ୍କର ପିଲା ଓ ସ୍ତ୍ରୀ ଫେରାଇ ଦିଅ।”


ସେ ମଧ୍ୟ ତାଙ୍କୁ କହିଲେ, “ଏହି ଦଶଖଣ୍ତ ବଡ଼ ଛେନାପୋଡ଼ 1,000 ସୈନ୍ୟମାନଙ୍କର କପ୍ତାନମାନଙ୍କ ପାଇଁ ନେଇ ଯାଅ ଏବଂ ତୁମ୍ଭର ଭାଇମାନଙ୍କର କୁଶଳତାର ଖବର ଆଣିବା ସହିତ, ସେମାନେ କିପରି ଅଛନ୍ତି ତାହା ଜାଣିବା ନିମନ୍ତେ କିଛି ଚିହ୍ନ ଆଣ।”


ଦାଉଦ ସାମଗ୍ରୀ ରକ୍ଷକ ହସ୍ତରେ, ନିଜର ସାମଗ୍ରୀ ରଖି ସୈନ୍ୟମାନଙ୍କ ମଝିକୁ ଆସି ନିଜର ଭାଇମାନଙ୍କୁ କୁଶଳବାର୍ତ୍ତା ପଗ୍ଭରିଲେ।


Swiv nou:

Piblisite


Piblisite