Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:25 - ପବିତ୍ର ବାଇବଲ

25 ଦାଉଦ ସେହି ଦିନଠାରୁ ଏହି ନିୟମ ପ୍ରଚଳନ କଲେ। ଯାହା ଆଜି ପର୍ଯ୍ୟନ୍ତ ଇସ୍ରାଏଲରେ ଚଳୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।

Gade chapit la Kopi




1 ଶାମୁୟେଲ 30:25
4 Referans Kwoze  

ଶାମୁୟେଲ ତୈଳ ଶିଙ୍ଗ ନେଇ ତାଙ୍କ ଭାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ। ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କ ଉପରେ ବାସ କଲେ, ଏହା ପରେ ଶାମୁୟେଲ ଉଠି ରାମାକୁ ଗ୍ଭଲିଗଲେ।


ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛରେ ଥିବା ନିୟମ-ସିନ୍ଦୁକ ଓ ଏହାର ସମ୍ମୁଖରେ ଥିବା ଏହାକୁ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ୟବସ୍ଥା ଇସ୍ରାଏଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରଜୁଯ୍ୟ ହେବ।”


ତୁମ୍ଭମାନଙ୍କର କଥା କିଏ ଶୁଣିବ? ସମସ୍ତେ ଯୁଦ୍ଧରୁ ଆଣିଥିବା ସାମଗ୍ରୀରେ ଯିଏ ଯୁଦ୍ଧକୁ ଯାଇଥିଲା ସେ ମଧ୍ୟ ଓ ଯିଏ ଭଣ୍ତାରର ଦାୟିତ୍ୱରେ ଥିଲା ସେ ମଧ୍ୟ ସମାନ ଭାଗ ପାଇବ।”


ଦାଉଦ ସିକ୍ଳଗରେ ଉପସ୍ଥିତ ହେଲେ। ତା'ପରେ ସେ ଆଣିଥିବା ଦ୍ରବ୍ୟ ତାଙ୍କର ବନ୍ଧୁମାନଙ୍କ ନିକଟକୁ ପଠାଇଲେ ଯିହୁଦାର ନେତାଙ୍କ ନିକଟକୁ। ଦାଉଦ କହିଲେ, “ଏହିଠାରେ କିଛି ଉପହାର ଅଛି ଯାହା ସଦାପ୍ରଭୁଙ୍କ ଶତ୍ରୁମାନଙ୍କ ନିକଟରୁ ଅଣା ଯାଇଅଛି।”


Swiv nou:

Piblisite


Piblisite