1 ଶାମୁୟେଲ 30:26 - ପବିତ୍ର ବାଇବଲ26 ଦାଉଦ ସିକ୍ଳଗରେ ଉପସ୍ଥିତ ହେଲେ। ତା'ପରେ ସେ ଆଣିଥିବା ଦ୍ରବ୍ୟ ତାଙ୍କର ବନ୍ଧୁମାନଙ୍କ ନିକଟକୁ ପଠାଇଲେ ଯିହୁଦାର ନେତାଙ୍କ ନିକଟକୁ। ଦାଉଦ କହିଲେ, “ଏହିଠାରେ କିଛି ଉପହାର ଅଛି ଯାହା ସଦାପ୍ରଭୁଙ୍କ ଶତ୍ରୁମାନଙ୍କ ନିକଟରୁ ଅଣା ଯାଇଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)26 ଏଉତ୍ତାରେ ଦାଉଦ ସିକ୍ଳଗ୍ରେ ଉପସ୍ଥିତ ହୁଅନ୍ତେ, ସେ ବୈଥେଲ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍ ଓ ଯତ୍ତୀର Gade chapit laଓଡିଆ ବାଇବେଲ26 ଏଉତ୍ତାରେ ଦାଉଦ ସିକ୍ଲଗ୍ରେ ଉପସ୍ଥିତ ହୁଅନ୍ତେ, ସେ ବେଥେଲ୍ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍ ଓ ଯତ୍ତୀର Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଉତ୍ତାରେ ଦାଉଦ ସିକ୍ଲଗ୍ରେ ଉପସ୍ଥିତ ହୁଅନ୍ତେ, ସେ ବେଥେଲ୍ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍ ଓ ଯତ୍ତୀର Gade chapit la |
କିନ୍ତୁ ଶାଉଲ ଦାଉଦଙ୍କୁ ମାରିଦେବା ପାଇଁ ଗ୍ଭହିଁଲେ ଏବଂ ଶାଉଲ ଏକ ଉପାୟ ଚିନ୍ତା କଲେ। ଶାଉଲ କହିଲେ, “ଦାଉଦ ମେରବ୍ ନାମକ ମୋର ଜ୍ୟେଷ୍ଠ କନ୍ୟାକୁ ଦେଖ। ମୁଁ ତାକୁ ତୁମ୍ଭକୁ ବିବାହ ଦେବି। ତା'ପରେ ତୁମ୍ଭେ ଜଣେ ବୀର ଯୋଦ୍ଧା ସୈନିକ ହେବ। ତୁମ୍ଭେ ମୋର ସନ୍ତାନ ପରି, ତା'ପରେ ତୁମ୍ଭେ ସଦାପ୍ରଭୁଙ୍କ ପାଇଁ ଯୁଦ୍ଧ କର।” ଶାଉଲ ଚିନ୍ତାକଲେ, “ମୁଁ ତାକୁ ହତ୍ୟା କରିବା ପାଇଁ ହାତ ଉଠାଇବି ନାହିଁ, କିନ୍ତୁ ପଲେଷ୍ଟୀୟମାନେ ହୁଏତ ତାକୁ ହତ୍ୟା କରି ପାରନ୍ତି।”