1 ଶାମୁୟେଲ 30:7 - ପବିତ୍ର ବାଇବଲ7 ଦାଉଦ ଅହୀମେଲକର ପୁତ୍ର ଅବିୟାଥର ଯାଜକକୁ କହିଲେ, ମୋ’ ପାଖକୁ “ଏଫୋଦ ଆଣ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, ମୋʼ କତିକି ୟଟିକିଏ ଏଫୋଦ ଆଣିଲ। ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା। Gade chapit laଓଡିଆ ବାଇବେଲ7 ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, ମୋ’ କତିକି ଟିକିଏ ଏଫୋଦ ଆଣିଲ। ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, “ମୋʼ କତିକି ଟିକିଏ ଏଫୋଦ ଆଣିଲ।” ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା। Gade chapit la |
ତୁମ୍ଭେମାନେ କ’ଣ ପଢ଼ି ନାହଁ ଯେ, ଅବିୟାଥର ମହାଯାଜକ ଥିବା ସମୟରେ ଦାଉଦ ପରମେଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ଖାଦ୍ୟ ଖାଇଥିଲେ? ମୋଶାଙ୍କ ନିୟମ ଅନୁସାରେ ଯାଜକମାନେ କେବଳ ସେହି ଖାଦ୍ୟ ଖାଇ ପାରିବେ। ତାହାଙ୍କ ବ୍ୟତୀତ ଆଉ କାହାରିକୁ ସେହି ଖାଦ୍ୟ ଖାଇବାର ଅଧିକାର ନାହିଁ। କିନ୍ତୁ ଦାଉଦ ସେ ଖାଦ୍ୟରୁ କିଛି ମଧ୍ୟ ତାହାଙ୍କ ସହିତ ଥିବା ଲୋକମାନଙ୍କୁ ଖାଇବାକୁ ଦେଇଥିଲେ।”