1 ଶାମୁୟେଲ 30:8 - ପବିତ୍ର ବାଇବଲ8 ତା'ପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ସୈନ୍ୟଦଳ ପଛେ ପଛେ ଗୋଡ଼ାଇଲେ, ମୁଁ ସେମାନଙ୍କୁ ଧରି ପାରିବି କି?” ସଦାପ୍ରଭୁ ଉତ୍ତର ଦେଲେ, “ତାଙ୍କ ପଛେ ଗୋଡ଼ାଅ। ତୁମ୍ଭେ ତାଙ୍କୁ ଧରି ପାରିବ। ତୁମ୍ଭେ ତୁମ୍ଭର ପରିବାରକୁ ତାଙ୍କ ନିକଟରୁ ଉଦ୍ଧାର କରି ପାରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି? ତହିଁରେ ସେ ତାଙ୍କୁ କହିଲେ, ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନୋହି ସମସ୍ତଙ୍କୁ ଉଦ୍ଧାର କରିବ। Gade chapit laଓଡିଆ ବାଇବେଲ8 ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି ? ତହିଁରେ ସେ ତାଙ୍କୁ କହିଲେ, ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନୋହି ସମସ୍ତଙ୍କୁ ଉଦ୍ଧାର କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, “ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି?” ତହିଁରେ ସେ ତାଙ୍କୁ କହିଲେ, “ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନ ହୋଇ ସମସ୍ତଙ୍କୁ ଉଦ୍ଧାର କରିବ।” Gade chapit la |
ସେଠାରେ ଜଣେ ଯାଜକ ଥିଲେ ତାଙ୍କର ନାମ ଥିଲା ପୀନହସ୍। ସେ ଇଲିୟାସରର ବଂଶଧର ଥିଲେ। ଇଲିୟାସର ଥିଲା ହାରୋଣଙ୍କର ପୁତ୍ର। ଇସ୍ରାଏଲର ଲୋକମାନେ ପଗ୍ଭରିଲେ, “ବିନ୍ୟାମୀନର ଲୋକମାନେ ଆମ୍ଭର ସମ୍ପର୍କୀୟ। ଆମ୍ଭର ତାଙ୍କ ସହିତ ଯୁଦ୍ଧ କରିବା ଉଚିତ୍ ନା ଯୁଦ୍ଧ ବନ୍ଦ କରିବା ଉଚିତ୍?” ସଦାପ୍ରଭୁ କହିଲେ, “ଆସନ୍ତା କାଲି ଯାଅ ଓ ସେମାନଙ୍କୁ ପରାସ୍ତ କର। ସେମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭମାନଙ୍କୁ ସହାୟ ହେବି।”