Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:9 - ପବିତ୍ର ବାଇବଲ

9-10 ଦାଉଦ ଓ ତାଙ୍କର 600 ଲୋକମାନଙ୍କୁ ନେଇ ବିଷୋର ନଦୀ ନିକଟରେ ପହଞ୍ଚିଲେ। ସେଠାରେ 200 ଲୋକ ରହିଲେ, କାରଣ ସେମାନେ ସେଠାରେ ଅତ୍ୟନ୍ତ କ୍ଳାନ୍ତ ଓ ଦୁର୍ବଳ ହୋଇ ପଡ଼ିଥିଲେ। ତେଣୁ ଦାଉଦ ତାଙ୍କର ଅନ୍ୟ 400 ଜଣ ଲୋକମାନଙ୍କୁ ନେଇ ଅମାଲେକୀୟମାନଙ୍କ ପଛରେ ଗୋଡ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍ ପରିତ୍ୟକ୍ତ ଲୋକମାନେ ରହିଗଲେ।

Gade chapit la Kopi

ଓଡିଆ ବାଇବେଲ

9 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍‍ ପରିତ୍ୟକ୍ତ ଲୋକମାନେ ରହିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍‍ ପରିତ୍ୟକ୍ତ ଲୋକମାନେ ରହିଗଲେ।

Gade chapit la Kopi




1 ଶାମୁୟେଲ 30:9
4 Referans Kwoze  

ତେଣୁ ଦାଉଦ ଓ ତାଙ୍କର 600 ଲୋକ ଇସ୍ରାଏଲ ପରିତ୍ୟାଗ କଲେ। ମାୟୋକର ପୁତ୍ର ଆଖୀଶ୍ ନାମକ ଗା‌ଥ୍‌ର ରାଜା ନିକଟକୁ ଗଲେ।


ଦାଉଦ ତାଙ୍କର ଲୋକମାନଙ୍କୁ ଓ ସେମାନଙ୍କର ପରିବାରବର୍ଗମାନଙ୍କୁ ସାଙ୍ଗରେ ନେଇଗଲେ। ଏବଂ ସେମାନେ ସମସ୍ତେ ସେହି ହିବ୍ରୋଣ ସହରରେ ଓ ତା'ର ପାଖାପାଖି ସହରରେ ବାସ କଲେ।


ପୁଣି ତାଙ୍କର ସମସ୍ତ କର୍ମଗ୍ଭରୀ ଅଗ୍ରସର ହେଲେ। ଗାଥ୍ ନଗରରୁ ତାଙ୍କ ପଛେ ପଛେ ଯେଉଁ 600 ଲୋକ ଆସିଥିଲେ, ସେମାନେ ସମସ୍ତେ କରେଥୀୟ, ପଲେଥୀୟ ଓ ଗାଥୀୟ ଲୋକ ଥିଲେ। ସେମାନେ ସମସ୍ତେ ରାଜାଙ୍କର ଆଗରେ ପାର ହୋଇ ଗଲେ।


Swiv nou:

Piblisite


Piblisite