1 ଶାମୁୟେଲ 31:2 - ପବିତ୍ର ବାଇବଲ2 ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ର ବିରୁଦ୍ଧରେ ଭୟଙ୍କର ଯୁଦ୍ଧ କଲେ। ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନ, ଅବୀନାଦବ ଏବଂ ମଲକୀଶୂୟଙ୍କୁ ହତ୍ୟା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ। Gade chapit laଓଡିଆ ବାଇବେଲ2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ। Gade chapit la |
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।