1 ଶାମୁୟେଲ 31:5 - ପବିତ୍ର ବାଇବଲ5 ତେଣୁ ଶାଉଲଙ୍କର ଦାସ ଦେଖିଲା ଯେ ଶାଉଲ ମରିଯାଇଛନ୍ତି। ତେଣୁ ସେ ତା'ର ଖଣ୍ତା ବାହାର କରି ନିଜ ଖଣ୍ଡାରେ ଶାଉଲଙ୍କ ନିକଟରେ ମୃତ୍ୟୁବରଣ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା। Gade chapit laଓଡିଆ ବାଇବେଲ5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା। Gade chapit la |
ଶାଉଲ ତାଙ୍କର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ଖଣ୍ତା ବାହାର କରି ତୁମ୍ଭର ଖଣ୍ଡାରେ ମୋତେ ହତ୍ୟା କର। ତାହାହେଲେ ଅସୁନ୍ନତ ଲୋକମାନେ ଆସି ମୋତେ ଗାଳି ଦେବେ ନାହିଁ କିମ୍ବା ହତ୍ୟା କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କର ଅସ୍ତ୍ରବାହକ ଦାସ ବହୁତ ଭୟଭୀତ ହୋଇଗଲା ଏବଂ ଶାଉଲଙ୍କୁ ହତ୍ୟା କରିବାକୁ ମନା କଲା। ତେଣୁ ଶାଉଲ ତାଙ୍କର ନିଜର ଖଣ୍ତା ବାହାର କଲେ ଓ ନିଜେ ନିଜକୁ ହତ୍ୟା କଲେ।