Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:1 - ପବିତ୍ର ବାଇବଲ

1 ଆଉ ଶାମୁୟେଲର କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଲି ବୃଦ୍ଧ ହେଲେ, ତାଙ୍କର ପୁତ୍ରମାନେ ପରମେଶ୍ୱରଙ୍କ ବିରୁଦ୍ଧରେ କୁକାର୍ଯ୍ୟ କରି ଗ୍ଭଲିଲେ। ଏହା ପରେ ଇସ୍ରାଏଲୀୟମାନେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ସେମାନେ ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫ୍ରେକରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଅନନ୍ତର ଇସ୍ରାଏଲ ପଲେଷ୍ଟୀୟ- ମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍‍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍‍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।

Gade chapit la Kopi




1 ଶାମୁୟେଲ 4:1
14 Referans Kwoze  

ପଲେଷ୍ଟୀୟମାନେ ସେମାନଙ୍କର ସୈନ୍ୟସାମନ୍ତଙ୍କ ସହିତ ଅଫେକରେ ଏକତ୍ରିତ ହେଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ଝରଣା ନିକଟରେ ଛାଉଣି ସ୍ଥାପନ କଲେ।


ଶାମୁୟେଲ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ୟ ଲୋକମାନଙ୍କୁ ସାହାଯ୍ୟ କରିବା ଏବଂ ସଦାପ୍ରଭୁଙ୍କର ସାହାଯ୍ୟ ମନେ ରଖିବା, ସେ ଏହି ପଥରକୁ ମି‌ସ୍‌ପୀ ଓ ଶେନ ମଧ୍ୟରେ ପ୍ରତିଷ୍ଠା କଲେ ଏହାର ନାମ “ସାହାଯ୍ୟକାରୀ ପଥର” ରଖିଲେ। ଶାମୁୟେଲ କହିଲେ, “ସଦାପ୍ରଭୁ ଆମ୍ଭକୁ ଏ ସ୍ଥାନରେ ସବୁ ପ୍ରକାର ସାହାଯ୍ୟ କରିଛନ୍ତି।”


ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏବନ୍-ଏଜରରୁ ଅ‌ସ୍‌ଦୋଦକୁ ନେଇ ଯାଇଥିଲେ।


ମାତ୍ର ଅବଶିଷ୍ଟ ସମସ୍ତ ଲୋକ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ। ଆଉ 27,000 ସୈନ୍ୟମାନଙ୍କ ଉପରେ ପାଚେରୀ ପଡ଼ିଲା। ବି‌ନ୍‌ହଦଦ୍ ନଗର ମଧ୍ୟକୁ ପଳାଇ ଯାଇ ଏକ କୋଠରୀରେ ଲୁଚି ରହିଲେ।


ତା'ପରେ ସଦାପ୍ରଭୁ ଶାମୁୟେଲକୁ କହିଲେ, “ଦେଖ, ମୁଁ ଇସ୍ରାଏଲରେ କିଛି ଗୋଟେ କରିବି, ସେହି ସମସ୍ତେ ଯେଉଁମାନେ ଏବିଷୟରେ ଶୁଣିବେ, ମନ ଦୁଃଖ କରିବେ।


ଉମ୍ମା, ଅଫେକ୍ ଓ ରହୋବ ଏହିପରି ଗ୍ରାମ ସମେତ ବାଇଶିଟି ନଗର ଥିଲା।


ଯାନୁମ୍, ବୈତ୍ତପୂହ ଓ ଅଫେକା,


ଅଫେକର ରାଜା 1 ଲାଶାରୋଣର ରାଜା 1


ଦକ୍ଷିଣରେ ବାସ କରୁଥିବା ଅବ୍ବୀୟମାନଙ୍କୁ ତୁମ୍ଭଙ୍କୁ ପରାସ୍ତ କରିବାକୁ ହେବ। ତୁମ୍ଭକୁ କିଣାନୀୟମାନଙ୍କର ସମସ୍ତ ଦେଶକୁ ଏବଂ ସୀଦୋୟନୀୟମାନଙ୍କର ମିୟାରା ଓ ଅଫେକ୍ ଓ ଇମୋରୀୟମାନଙ୍କର ସୀମା ପର୍ଯ୍ୟନ୍ତ ପରାସ୍ତ କରିବାକୁ ହେବ।


ଏହା ପରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ନିଜକୁ ପ୍ରସ୍ତୁତ କଲେ। ଯୁଦ୍ଧ ସମୟରେ ଇସ୍ରାଏଲୀୟଗଣ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାଜିତ ହେଲେ; ଓ 4,000 ସୈନ୍ୟ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ।


“ଆଜି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ସମ୍ମୁଖରେ ଛିଡ଼ା ହୋଇଅଛ। ତୁମ୍ଭର ପ୍ରଧାନଗଣ, ତୁମ୍ଭମାନଙ୍କ ବଂଶ ସମୂହ, ତୁମ୍ଭମାନଙ୍କର ପ୍ରାଚୀନବର୍ଗ, ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ ଓ ଇସ୍ରାଏଲର ସମସ୍ତ ପୁରୁଷ ଏହିଠାରେ ଉପସ୍ଥିତ ଅଛନ୍ତି।


କିନ୍ତୁ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ଆଜି ପରିତ୍ୟାଗ କଲ। ପରମେଶ୍ୱର ତୁମ୍ଭମାନଙ୍କୁ ସବୁ ଅସୁବିଧାରୁ ଓ ସମସ୍ୟାରୁ ରକ୍ଷା କରନ୍ତି। କିନ୍ତୁ ତୁମ୍ଭେମାନେ କହିଲ, ‘ଆମ୍ଭମାନଙ୍କୁ ଶାସନ କରିବାକୁ ଆମ୍ଭେ ଜଣେ ରାଜା ଗ୍ଭହୁଁ।’ ସେଥିପାଇଁ ତୁମ୍ଭମାନଙ୍କର ଜାତି ଓ ପରିବାରବର୍ଗ ଅନୁସାରେ ସଦାପ୍ରଭୁଙ୍କ ନିକଟରେ ଉପସ୍ଥିତ ହୁଅ।”


ଅନନ୍ତର ପରବର୍ଷ ବସନ୍ତରେ ବି‌ନ୍‌ହଦଦ୍ ଅରାମୀୟମାନଙ୍କୁ ଏକତ୍ରିତ କରି ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ଅଫେକକୁ ଗଲେ।


Swiv nou:

Piblisite


Piblisite