1 ଶାମୁୟେଲ 4:10 - ପବିତ୍ର ବାଇବଲ10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲୀୟମାନେ ପରାସ୍ତ ହୋଇ ପ୍ରତ୍ୟେକ ଆପଣା ଆପଣା ତମ୍ବୁକୁ ଫେରିଗଲେ, ସେତେବେଳେ ଅତି ମହାସଂହାର ହେଲା, କାରଣ ସେଥିରେ ଇସ୍ରାଏଲର 30,000 ପଦାତିକ ସୈନ୍ୟ ମରି ପଡ଼ିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ। Gade chapit laଓଡିଆ ବାଇବେଲ10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ। Gade chapit la |
ସେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ ନୂଆରାଜା ସେମାନଙ୍କ କଥା ଶୁଣିଲେ ନାହିଁ। ତେଣୁ ସେମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଆମ୍ଭେମାନେ କ’ଣ ଦାଉଦ ସାମ୍ରାଜ୍ୟର ଏକ ଅଂଶ? ଆମ୍ଭେ ଯିଶୀର କିଛି ଭୂମି ପାଉ କି? ନା, ତେଣୁ ଇସ୍ରାଏଲର ଲୋକମାନେ ନିଜ ନିଜ ଘରକୁ ଫେରି ଯାଅ। ଦାଉଦଙ୍କ ପୁତ୍ରଙ୍କୁ ତାଙ୍କ ଲୋକମାନଙ୍କୁ ଶାସନ କରିବାକୁ ଦିଅ।” ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଘରକୁ ଫେରି ଗଲେ।