Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:14 - ପବିତ୍ର ବାଇବଲ

14 ତା'ପରେ ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କ’ଣ?” ତହୁଁ ସେହି ଲୋକ ଶୀଘ୍ର ଏଲିଙ୍କୁ ସମ୍ବାଦ ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ଏଲି ସେହି କ୍ରନ୍ଦନ ଶଦ୍ଦ ଶୁଣି କହିଲେ, ଏହି କୋଳାହଳ ଶଦ୍ଦର ଅଭିପ୍ରାୟ କଅଣ? ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ଵାଦ ଦେଲା।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ ? ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ?” ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା।

Gade chapit la Kopi




1 ଶାମୁୟେଲ 4:14
3 Referans Kwoze  

ସେହି ସମୟରେ ଏଲି ଫାଟକ ପାଖରେ ବସି ଅପେକ୍ଷା କରିଥିଲେ, କାରଣ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନିମନ୍ତେ ତାଙ୍କର ହୃଦୟ ଉତ୍କଣ୍ଠିତ ଥିଲା। ଇତ୍ୟବସରରେ ସେହିଲୋକ ସମ୍ବାଦ ଦେଲା ଏବଂ ନଗରଯାକ ଉଚ୍ଚସ୍ୱରରେ କାନ୍ଦି ଉଠିଲେ।


ସେ ସମୟରେ ଏଲି ଅଠାନବେ ବର୍ଷ ବୟସ୍କ ହୋଇଥିଲେ ଓ ଅନ୍ଧ ହୋଇଥିବାରୁ ସେ ଦେଖି ପାରିଲେ ନାହିଁ।


“ହେ ଆରୋୟର ନିବାସୀଗଣ; ତୁମ୍ଭେମାନେ ପଥପାର୍ଶ୍ୱରେ ଦଣ୍ଡାୟମାନ ହୋଇ ନିରୀକ୍ଷଣ କର। ପଳାତକ ପୁରୁଷ ଓ ସ୍ତ୍ରୀମାନଙ୍କୁ ପଗ୍ଭର କ’ଣ ଘଟିଅଛି?


Swiv nou:

Piblisite


Piblisite