Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:15 - ପବିତ୍ର ବାଇବଲ

15 ସେ ସମୟରେ ଏଲି ଅଠାନବେ ବର୍ଷ ବୟସ୍କ ହୋଇଥିଲେ ଓ ଅନ୍ଧ ହୋଇଥିବାରୁ ସେ ଦେଖି ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ଚାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।

Gade chapit la Kopi




1 ଶାମୁୟେଲ 4:15
5 Referans Kwoze  

ଏହି ସମୟରେ ଏଲିଙ୍କର ଚକ୍ଷୁ ଧୁନ୍ଦୁଳା ହେବାକୁ ଲାଗିଲା। ଏଣୁ ସେ ଦେଖି ପାରିଲେ ନାହିଁ, ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ।


ଆମ୍ଭେ ହୁଏତ ସତୁରି ବର୍ଷ ବଞ୍ଚିପାରୁ, ଅଥବା ଯଦି ଆମ୍ଭେ ଶକ୍ତିଶାଳୀ ତେବେ ଅଶୀ ବର୍ଷ ବଞ୍ଚିପାରୁ। ଆମ୍ଭମାନଙ୍କର ଜୀବନ କଠିନ ପରିଶ୍ରମ ଓ ଯନ୍ତ୍ରଣାରେ ଭରପୁର ହୋଇଥାଏ। ଏହା ପରେ ହଠାତ୍ ଆମ୍ଭର ଜୀବନ ସମାପ୍ତ ହୁଏ ଓ ଆମ୍ଭେ ଉଡ଼ିଯାଉ।


ରାଜା ଯାରବିୟାମଙ୍କ ନିର୍ଦ୍ଦେଶ ଅନୁସାରେ ଯାରବିୟାମଙ୍କ ପତ୍ନୀ ଶିଲୋସ୍ଥିତ ଭବିଷ୍ୟ‌ଦ୍‌ବକ୍ତା ଅହିୟଙ୍କ ଗୃହକୁ ଗଲେ। ଅତ୍ୟନ୍ତ ବୃଦ୍ଧ ହୋଇଯାଇ ଥିବାରୁ ଅହିୟ ଅନ୍ଧ ହୋଇ ଯାଇଥିଲେ।


ଇ‌ସ୍‌ହାକ ବୃଦ୍ଧ ହେଲା ପରେ ତାଙ୍କ ଆଖିକୁ ଭଲ ଦେଖା ଗଲା ନାହିଁ। ଦିନେ ସେ ତାଙ୍କର ବଡ଼ ପୁତ୍ର ଏଷୌକୁ ପାଖକୁ ଡାକି କହିଲେ, “ହେ ପୁତ୍ର” ଏଷୌ! ସେ ଉତ୍ତର ଦେଲେ, “ମୁଁ ଏହିଠାରେ,”


ତା'ପରେ ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କ’ଣ?” ତହୁଁ ସେହି ଲୋକ ଶୀଘ୍ର ଏଲିଙ୍କୁ ସମ୍ବାଦ ଦେଲା।


Swiv nou:

Piblisite


Piblisite