1 ଶାମୁୟେଲ 4:17 - ପବିତ୍ର ବାଇବଲ17 ତହୁଁ ସମାଗ୍ଭର ଆଣିଥିବା ଲୋକ ଉତ୍ତର ଦେଇ କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ଦୌଡ଼ି ପଳାଇଲେ। ଇସ୍ରାଏଲୀୟ ସୈନ୍ୟବାହିନୀ ତାଙ୍କର ବହୁତ ସୈନ୍ୟ ହରାଇଲେ। ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ ଓ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି ପରମେଶ୍ଵରଙ୍କ ସିନ୍ଦୁକ ଧରାଗଲା। Gade chapit laଓଡିଆ ବାଇବେଲ17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।” Gade chapit la |