Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:20 - ପବିତ୍ର ବାଇବଲ

20 ତା'ପରେ ପ୍ରାୟ ତାହାର ମରଣ ହେଲାପରି, ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ,” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ କିଅବା ତହିଁରେ ମନ ଦେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ। ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

20 ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ। ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ।” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।

Gade chapit la Kopi




1 ଶାମୁୟେଲ 4:20
5 Referans Kwoze  

“ଯେତେବେଳେ ଜଣେ ସ୍ତ୍ରୀଲୋକ ଗୋଟିଏ ସନ୍ତାନକୁ ଜନ୍ମ ଦିଏ, ସେ ଯନ୍ତ୍ରଣା ଭୋଗ କରେ କାରଣ ଜନ୍ମ ଦେବାର ସମୟ ଆସିଯାଇଥାଏ। କିନ୍ତୁ ତା'ର ସନ୍ତାନ ଜନ୍ମ ହେବା ପରେ ସେ କଷ୍ଟ ଭୁଲିଯାଏ। ଜଗତରେ ସନ୍ତାନଟିଏ ଜନ୍ମ ହୋଇଥିବା କାରଣରୁ ସେ ଏବେ ଖୁସୀ ଅନୁଭବ କରେ।


ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି। ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି। କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।


ଯାକୁବ ଏବଂ ତାଙ୍କର ଦଳ ବୈଥେଲ୍ ଛାଡ଼ିଲେ, ସେମାନେ ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ବାଟ ଥିଲା। ରାହେଲର ପ୍ରସବ ବେଦନା ହେଲା ଏବଂ ତା'ର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।


ସେ ସମୟରେ ଏଲିର ପୁତ୍ରବଧୂ ପୀନହ‌ସ୍‌ର ସ୍ତ୍ରୀ ଗର୍ଭବତୀ ଥିଲା ଓ ତା'ର ପ୍ରସବକାଳ ନିକଟ ଥିଲା ଏହା ଶୁଣିବା ପରେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଧରା ପଡ଼ିଲା। ତା'ର ଶ୍ୱଶୁର ଓ ସ୍ୱାମୀ ମୃତ୍ୟୁବରଣ କଲେ। ଅତି ପ୍ରସବକାଳୀନ ଯନ୍ତ୍ରଣା ଭୋଗ କରୁ କରୁ ସେ ପ୍ରସବ କଲା।


Swiv nou:

Piblisite


Piblisite