Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:22 - ପବିତ୍ର ବାଇବଲ

22 ଏବଂ ସେ କହିଲା, “ଇସ୍ରାଏଲରୁ ଗୌରବ ଗ୍ଭଲିଯାଇଛି,” କାରଣ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ବହି ନିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ ସେ କହିଲା, ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ଵରଙ୍କ ସିନ୍ଦୁକ ଧରାଗଲା।

Gade chapit la Kopi

ଓଡିଆ ବାଇବେଲ

22 ଆଉ ସେ କହିଲା, ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ସେ କହିଲା, “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”

Gade chapit la Kopi




1 ଶାମୁୟେଲ 4:22
8 Referans Kwoze  

ଏହିସବୁ ଘଟଣା ଘଟିବା ବେଳେ ଯୀଶୁଙ୍କର ଶିଷ୍ୟମାନେ ଶାସ୍ତ୍ରରେ ଲେଖା ହୋଇଥିବା ଏହି ବାଣୀ ମନେ ପକାଇଲେ: “ତୁମ୍ଭ ଗୃହ ପାଇଁ ମୋର ଅନୁରାଗ ମୋତେ ଗ୍ରାସ କରିବ।”


ସେ ସେହି ବାଳକର ନାମ ଐ-କାବୋଦ୍ ଦେଲା। ତା'ର ଅର୍ଥ, “ଇସ୍ରାଏଲରୁ ଗୌରବ ଗ୍ଭଲି ଯାଇଛି।” ଏହା ଧାରଣା ଦିଏ ଯେ ସଦାପ୍ରଭୁଙ୍କର ସିନ୍ଦୁକ ଧରା ପଡ଼ିଛି ଏବଂ ତା'ର ଶ୍ୱଶୁର ଓ ସ୍ୱାମୀ ମୃତ୍ୟୁବରଣ କରିଥିଲେ।


ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏବନ୍-ଏଜରରୁ ଅ‌ସ୍‌ଦୋଦକୁ ନେଇ ଯାଇଥିଲେ।


ପୁଣି ତୁମ୍ଭର ଦୁଇପୁତ୍ର ହ‌ଫ୍‌ନି ଓ ପିନହସ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନ ସ୍ୱରୂପ ହେବ। ସେ ଦୁହେଁ ଏକ ଦିନରେ ମରିବେ।


ମୁଁ ଏଲିର ପରିବାରକୁ ଯାହା ଯାହା କହୁଅଛି ସେ ସମସ୍ତ ପ୍ରଥମରୁ ଶେଷ ପର୍ଯ୍ୟନ୍ତ ପୁରଣ କରିବ।


ଯାଜକଗଣଙ୍କୁ ହତ୍ୟା କରାଗଲା। କିନ୍ତୁ ବିଧବାମାନେ ସେମାନଙ୍କ ପାଇଁ ବିଳାପ କରିବାକୁ ସୁଯୋଗ ପାଇଲେ ନାହିଁ।


ଦେଖ, ସଦାପ୍ରଭୁ କିପରି ଆପଣା କ୍ରୋଧରେ ସିୟୋନ କନ୍ୟାକୁ ମେଘାଚ୍ଛନ୍ନ କରିଛନ୍ତି। ସେ ଇସ୍ରାଏଲର ଗୌରବକୁ ସ୍ୱର୍ଗରୁ ପୃଥିବୀକୁ ନିକ୍ଷେପ କରିଛନ୍ତି। ପୁଣି ତାଙ୍କର କ୍ରୋଧର ଦିନରେ ତାଙ୍କର ପାଦପୀଠ ଇସ୍ରାଏଲକୁ ସ୍ମରଣ କରି ନାହାନ୍ତି।


Swiv nou:

Piblisite


Piblisite