1 ଶାମୁୟେଲ 4:9 - ପବିତ୍ର ବାଇବଲ9 ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ଓ ସାହସୀ ହୁଅ। ପୁରୁଷ ପଣରେ ଯୁଦ୍ଧ କର। ତହିଁରେ ଏବ୍ରୀୟମାନେ ଆମ୍ଭର ଦାସ ହୋଇଥିଲେ, ତେଣୁ ତୁମ୍ଭେମାନେ ନିଶ୍ଚୟ ସେମାନଙ୍କର ଦାସ ହୋଇ ପାରିବ ନାହିଁ। ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।” Gade chapit laପବିତ୍ର ବାଇବଲ (Re-edited) - (BSI)9 ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ଵ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ଵ ପ୍ରକାଶ କର ଓ ଯୁଦ୍ଧ କର। Gade chapit laଓଡିଆ ବାଇବେଲ9 ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।” Gade chapit la |
ଦେଖ, ତୁମ୍ଭେମାନେ ଲୁଟିତ ନ ହୋଇ ମଧ୍ୟ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ୱାସଘାତକତା ନ କଲେ ମଧ୍ୟ ତୁମ୍ଭେମାନେ ଅନ୍ୟମାନଙ୍କ ପ୍ରତି ବିଶ୍ୱାସଘାତକତା କରୁଅଛ। ତେଣୁ ତୁମ୍ଭେମାନେ ସନ୍ତାପର ପାତ୍ର। କାରଣ ତୁମ୍ଭେମାନେ ଲୁଟିବା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭେମାନେ ବିଶ୍ୱାସଘାତକତା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।